ରୁଙ୍ଗଟା ମାଇନ୍ସରେ ଅଘଟଣ: ମେକାନିକାଲ ଷ୍ଟ୍ରକଚର୍‌ ଭୁଶୁଡ଼ି ଘଟଣାସ୍ଥଳରେ ୩ ମୃତ

ଢେଙ୍କାନାଳ,୨୪।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଝାଡ଼ବନ୍ଧ ଗ୍ରାମ ସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ କଂପାନୀରେ ଅଘଟଣ। ଏକ ମେକାନିକାଲ ଷ୍ଟ୍ରକଚର୍‌ ଭୁଷୁଡ଼ି ୩ଜଣ ଙ୍କ ମୃତ୍ୟୁ ଆଶଙ୍କା। ଭୁଷୁଡ଼ି ପଡ଼ିଥିବା କନଷ୍ଟ୍ରକସନ୍ ତଳେ ବହୁ ଶ୍ରମିକ ଚାପି ହୋଇ ରହିଥିବା ମଧ୍ୟ ସୂଚନା ମିଳିଛି।

କଂପାନୀ କର୍ତୁପକ୍ଷ ଓ ପୋଲିସ୍ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା ସ୍ଥଳରେ ଆମୁଲାନ୍ସ୍ ପହଞ୍ଚିଛି। ତେବେ ଦୁର୍ଘଟଣାର କେଉଁ କାରଣରୁ ଘଟିଲା ତାହା ଅସ୍ପଷ୍ଟ ରହିଛି।

Share