ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ ଜଣଙ୍କ ଘରର ଭିତରେ ପଶେଇଦେଲେ ଗାଡି। ଘରର ମୁଖ୍ୟ ଫାଟକ ଭାଙ୍ଗି ଘର ଭିତରକୁ ଗାଡିଟି ପଶିଯାଇଥିବା ବେଳେ ସେହି ସମୟରେ ରାସ୍ତାରେ ଯାଉଥିବା ଜଣେ ମହିଳା ତାଙ୍କ ଶିଶୁ କନ୍ୟା ଅଳ୍ପକେ ବର୍ତ୍ତିଯାଇଛନ୍ତି । ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ ଜୁବୁଲି ଟାଉନ କଦମ ଛକଠାରେ ଏହି ଦୁର୍ଘଟଣା ଘଟିଛି। ପୋଲିସଜଣଙ୍କ ହେଲେ ଈଶ୍ୱର ଚନ୍ଦ୍ର ତରାଇ l ତାଙ୍କୁ ଏବଂ ତାଙ୍କ ସହିତ ଥିବା ଅନ୍ୟ ଜଣଙ୍କୁ ସାହି ଲୋକ କାବୁ କରି ରଖିଛନ୍ତି l ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି l


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri