ଭାବିଥିଲେ ଆଜି କରିଦେବେ ମାସଟା ଯାକକ ବେପାର ହେଲେ ରାସ୍ତାରେ ଜଗିଥିଲା ଯମ …

ଜଗତସିଂହପୁର,୧୭।୧୧: ଆଜି ଝାଡ଼ ଖାଇ ପ୍ରତିଟି  ଆମିଷ ବେପାରୀ ଭାବିଥାନ୍ତି ତାଙ୍କ ମାସଟା ଯାକର ବେପାର  ଆଜି କରିବାକୁ । ହେଲେ ସକାଳୁ ସକାଳୁ ମାଛ ନେଇ ବେପାର କରିଆସୁଥିବା ମାଛ ବେପାରୀଙ୍କ ଉପରେ ଚଢିଗଲା ଟ୍ରକ । ଏଭଳି ଘଟଣା ଘଟିଛି  ଜଗତସିଂହପୁର ଜିଲା ପାରାଦୀପ ଅଠରବାଙ୍କୀ ଅଞ୍ଚଳରେ। ଟ୍ରକ ଚକାତଳେ ଚାପିହୋଇ ମାଛ ବେପାରୀ  ମହେନ୍ଦ୍ର ଜେନାଙ୍କ ମୃତ୍ୟୁ ଘଟିଛି ।
ଆଜି ଛାଡ଼ଖାଇ  ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମତ୍ୟୁ ଘଟିଛି।
ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବାବେଳେ ଉତ୍ତ୍ୟକ୍ତ ଲୋକ ଅଠରବାଙ୍କୀ ରାସ୍ତା ଅବରୋଧ କରିଛନ୍ତି । ପାରାଦୀପ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Enter your email to get our daily news in your inbox.

All Right Reserved By Dharitri.Com

ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ବରଗଡ଼ର ଶିଶୁ

ବରଗଡ଼,୧୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ଗାଁ ଗ୍ରାମର ଜଣେ ଶିଶୁ ଆହ୍ବାନ ମହାକୁର(୨ବର୍ଷ) ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ରେ ସ୍ଥାନ ପାଇଛନ୍ତି। ସେ ଏକବର୍ଷ ୧୦ମାସ...

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି...

ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ...

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣା: ୨ ଗଲେ ଜେଲ୍‌

ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ...

ଚଢ଼ାଉ ବେଳେ ଆଇଆଇସିଙ୍କୁ ଆକ୍ରମଣ: ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିଲା

ଉଦଳା, ୧୮।୧୨(ସନ୍ତୋଷ କୁମାର ବାଚ୍ଛିନୀ)-ଲଘୁ ଖଣିଜ ପଦାର୍ଥ ଚୋରାଚାଲାଣ ରୋକିବାକୁ ଚଢ଼ାଉ ବେଳେ ସଂଘବଦ୍ଧ ଆକ୍ରମଣରେ ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଆଇଆଇସି ପ୍ରକାଶ କୁମାର...

ପୂର୍ବ ପିଇଓଙ୍କ ବଦଳି ସ୍ଥଗିତ କରିବାକୁ ଦାବିପତ୍ର

କୋକସରା,୧୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ସଦର କୋକସରା ପଞ୍ଚାୟତରେ ପୂର୍ବରୁ ଅବସ୍ଥାପିତ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri