ପୁରୀ ରଥଟଣା ବେଳେ ଅଘଟଣ: ଜଣେ ପୁରୁଷ ଶ୍ରଦ୍ଧାଳୁ ମୃତ

ପୁରୀ,୭ା୭: ରବିବାର ପୁରୀରେ ରଥଟଣା ବେଳେ ଏକ ଅଘଟଣ ଘଟିଛି। ତାଳଧ୍ୱଜ ରଥଟଣା ସମୟରେ ଜଣେ ପୁରୁଷ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମଳିଛି। ହେଲେ ଶ୍ରଦ୍ଧାଳୁଙ୍କ ପରିଚୟ ଜଣାପଡି ନାହିଁ।

ମିଳିଥିବା ସୂଚନା ମୁତାବକ, ତାଳଧ୍ୱଜ ରଥଟଣା ବେଳେ ପ୍ରବଳ ଭିଡ଼ ଯୋଗୁ ଭକ୍ତଜଣକ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ଉଦ୍ଧାରକାରୀ ଦଳ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ପୁରୀ ଜିଲା ଚିକିତ୍ସାଳୟକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି କରାଗଲା ନୋଟିସ

କଟକ,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ...

ନିଆଁ ଲାଗି ୧୫ ବଖରା ପାଉଁଶ

ଖୋର୍ଦ୍ଧା,୨୬।୪: ଖୋର୍ଦ୍ଧା ଟାଙ୍ଗୀ ଥାନା ବିନ୍ଧାଣିଆ ଗାଁରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୫ ପରିବାରର ୧୫ ବଖରା ଘର ପୋଡି ପାଉଁଶ...

Iran Blast: ଦିନ ଦ୍ୱିପ୍ରହରରେ ଥରିଉଠିଲା ଇରାନ, ୨୦୦ରୁ ଅଧିକ ଲୋକ ଆହତ, ଜାଣନ୍ତୁ ଏହା ପଛରେ କାହାର ରହିଛି ହାତ

ଦୁବଇ,୨୬।୪: ଶନିବାର ଇରାନର ବନ୍ଦର ଆବାସ ସହରରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏଥିରେ ୨୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି Blast...

ଆମେରିକା ଉପରାଷ୍ଟ୍ରପତି JD Vance ବୁଲିଲେ ତାଜମହଲ, ଫଟୋ ଦେଖି କମେଣ୍ଟ କଲେ Musk

ଓ୍ବାଶିଂଟନ,୨୬।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପତ୍ନୀ ଉଷା ଭାନ୍ସ ଏବଂ ତିନି ପିଲାଙ୍କ ସହିତ ସମ୍ପ୍ରତି ଚାରି ଦିନିଆ ଭାରତ ଗସ୍ତରେ ଆସିଥିଲେ।...

ଛପରଫାଡିକି ଦେଲେ ଭଗବାନ୍‌ : ଆଖି ଖୋଲୁଖୋଲୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଥାର୍‌

ଖୋର୍ଦ୍ଧା ,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର। ଏପରି ପୁଣି ଏକ...

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ୨ ବରିଷ୍ଠ IPS ଅଫିସର; ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୨୬।୪: କେନ୍ଦ୍ରକୁ ଡେପୁଟେଶନରେ ଯିବେ ଆଉ ୨ ବରିଷ୍ଠ ଆଇପିଏସ୍‌ ଅଫିସର। ବିଏସ୍‌ଏଫ୍‌ ଆଇଜି ଭାବେ ଆଇପିଏସ୍‌ ରବିକାନ୍ତ ଡେପୁଟେଶନରେ ଯିବେ। ସେହିଭଳି ଆଇପିଏସ୍‌ ଅଫିସର...

ଧମକ ଦେଉ ଦେଉ ପଛକୁ ହଟିଗଲା ପାକିସ୍ତାନ! ଶହବାଜ ସରିଫ କହିଲେ ପହଲଗାମ ଆକ୍ରମଣର ଯାଞ୍ଚ ପାଇଁ PAK ପ୍ରସ୍ତୁତ

ଇସଲାମାବାଦ,୨୬।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଶନିବାର (୨୬ ଏପ୍ରିଲ) କହିଛନ୍ତି ଯେ କଶ୍ମୀରର ପହଲଗାମରେ ୨୬ ଜଣଙ୍କ ହତ୍ୟା ଘଟଣାର ଯେକୌଣସି ‘ନିରପେକ୍ଷ ଏବଂ...

Tahawwur Rana: ଚମକାଇ ଦେଉଛି ତହଉର ରାଣାଙ୍କ ବୟାନ, କହିଲେ ୨୬/୧୧ ସହ ମୋର କୌଣସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୬।୪: ୨୬/୧୧ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଭାବରେ ଜଣାଶୁଣା ତହଉର ହୁସେନ ରାଣା ମୁମ୍ବାଇ କ୍ରାଇମବ୍ରାଞ୍ଚ ଦ୍ୱାରା ପଚରାଉଚରା ସମୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image