ଅଭିଯୁକ୍ତ ଏଏସ୍‌ଆଇ ଗୋପାଳଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଝାରସୁଗୁଡ଼ା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସୋମବାର କ୍ରାଇମବ୍ରାଞ୍ଚ ଅଧିକାରୀ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ପଚରାଉଚରା ଆରମ୍ଭ କରିଛନ୍ତି। ସୁନ୍ଦରଗଡ଼ ପୋଲିସ ରିଜର୍ଭ ଅଫିସରେ ଅଭିଯୁକ୍ତ ଗୋପାଳଙ୍କୁ ଜେରା କରାଯାଉଛି। ଗୁଳିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଏଏସ୍‌ଆଇ ଏକାକୀ ଗୁଳି କରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ବ୍ରଜରାଜନଗର ଗାନ୍ଧୀଛକଠାରେ ଏକ ଦଳୀୟ କାର୍ଯ୍ୟକ୍ରମରେ ମନ୍ତ୍ରୀ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ଯାଉଥିଲେ। ସଭାସ୍ଥଳ ୧୦୦ ମିଟର ଥିବାବେଳେ ସମର୍ଥକମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ କାର୍‌ରୁ ପାଛୋଟି ନେବା ସମୟରେ ମନ୍ତ୍ରୀଙ୍କ ପୂର୍ବତନ ପିଏସ୍‌ଓ ତଥା ବ୍ରଜରାଜନଗର ଗାନ୍ଧୀଛକ ପୋଲିସ ଫାଣ୍ଡି ଅଧିକାରୀ ଗୋପାଳକୃଷ୍ଣ ଦାସ ଅତି ନିକଟରୁ ତାଙ୍କ ଉପରକୁ ଗୁଳି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼...

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri