ଗାଡି ଡିକିରୁ ଦେଢ଼ ଲକ୍ଷ ଟଙ୍କା ଲୁଟ ଅଭିଯୋଗ: ପୋଲିସ ତଦନ୍ତ ଜାରି, ସିସିଟିଭି ଫୁଟେଜ ଯାଞ୍ଚ

ଛତ୍ରପୁର,୨୪।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଲାଇନ ସାହିସ୍ଥିତ ବନ୍ଧ ନିକଟରେ ଏକ ଗାଡି ଡିକିରୁ ଦେଢ଼ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି l ଛତ୍ରପୁର ବ୍ଲକ ଅନ୍ତର୍ଗତ ସାମନ୍ତରା ପୁର ଗ୍ରାମର ପ୍ରତାପ କୁମାର ମିଶ୍ର ଆଜି ଛତ୍ରପୁର ଷ୍ଟେଟ ବ୍ୟାଙ୍କ ବଜାର ଶାଖାରୁ ୨ ଲକ୍ଷ ଟଙ୍କା ଉଠେଇ ନିଜ ଡିକିରେ ରଖିଥିଲେl ପରେ ଧାନ ଟଙ୍କା ଉଠାଇବା ପାଇଁ ଛତ୍ରପୁର ଲାଇନ ସାହିସ୍ଥିତ ବନ୍ଧ ନିକଟରେ ଥିବା ବ୍ରହ୍ମପୁର ସମବାୟ କେନ୍ଦ୍ର ବ୍ୟାଙ୍କ ଲିମିଟେଡ଼ ଛତ୍ରପୁର ଶାଖାକୁ ଧାନ ଟଙ୍କା ଉଠାଇବା ପାଇଁ ଆସିଥିବା ବେଳେ ସମବାୟ ବ୍ୟାଙ୍କ ପାଖରେ ନିଜ ଗାଡି ରଖି ସମବାୟ ବ୍ୟାଙ୍କକୁ ଯାଇଥିଲେ l ସେ ଫେରିଲା ପରେ ଗାଡି ଡିକି ଦେଖିଲା ବେଳକୁ ତାଙ୍କ ଦେଢ଼ ଲକ୍ଷ ଟଙ୍କା ଲୁଟ ହୋଇଥିବା ସେ ଛତ୍ରପୁର ଥାନାରେ ଅଭିଯୋଗ କରିଛନ୍ତି l ଛତ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ସିସି ଟିଭି ଫୁଟେଜ ଯାଞ୍ଚ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଥଣ୍ଡା ଭଲ କରିବା ପାଇଁ ୪ବର୍ଷର ଶିଶୁକୁ ସିଗାରେଟ ପିଆଇଲେ ଡାକ୍ତର

ନୂଆଦିଲ୍ଲୀ,୧୬।୪: ଉତ୍ତର ପ୍ରଦେଶର ଜଲାଉନ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଓ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଏକ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ କାର୍ଯ୍ୟ କରୁଥିବା...

ରାସ୍ତାକଡ଼ ପାଉଁଶରେ ପଡି ଶିଶଙ୍କ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ...

Video: ନଦୀରେ ପଶି ରିଲ୍ ଶୁଟିଂ କରୁଥିଲେ ମହିଳା, ପ୍ରବଳ ସ୍ରୋତରେ ଭାସିଗଲେ

ନୂଆଦିଲ୍ଲୀ,୧୬ା୪: ଉତ୍ତରାଖଣ୍ଡରେ ଏକ ରିଲ୍ ସୁଟିଂ କରୁଥିବା ସମୟରେ ଜଣେ ମହିଳା ନଦୀରେ ବୁଡ଼ି ଭାସି ଯାଇଛନ୍ତି। ଯାହା ନେପାଳର ଏକ ପରିବାର ପାଇଁ ଏକ...

ଚୁପ୍‌ ରହିଲେ ମିଳିବ ୧ଲକ୍ଷ ଡଲାର…ଏହି ମହିଳାଙ୍କୁ ମସ୍କ କାହିଁକି ଦେଲେ ଏମିତି ସାଂଘାତିକ ଅଫର୍‌

ନୂଆଦିଲ୍ଲୀ,୧୬।୪: ଆମେରିକୀୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଆଶ୍ଲେଷ୍ଟ କ୍ଲେୟାର (୨୬) ଦାବି କରିଛନ୍ତି ଯେ ଟେସଲା ଓ ସ୍ପେସଏକ୍ସ ମୁଖ୍ୟ ଏଲନ ମସ୍କ (୫୩) ତାଙ୍କ...

କିନ୍ନରଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ପୁରୁଷବନ୍ଧୁ, ଥାନା ଘେରାଉ କଲେ କିନ୍ନର ସଂଘ  

ଦିଗପହଣ୍ଡି,୧୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ଶନିବାର ସକାଳେ ଦିଗପହଣ୍ଡି ସ୍ଥିତ ମା’ ଗୌରୀ...

Jio Plan: ୨୬ଟଙ୍କାରେ ମିଳିବ ମାସେ ଯାଏ ଭ୍ୟାଲିଡିଟି, ଜିଓର ଧମାକାଦାର ପ୍ଲାନ

ଜିଓ ୟୁଜର୍ସଙ୍କ ପାଇଁ ଖୁସି ଖବର। ଏଣିକି ଉପଭୋକ୍ତାମାନଙ୍କୁ ମାତ୍ର 26 ଟଙ୍କାରେ 28 ଦିନର ବୈଧତା ସହିତ ସବୁଠାରୁ ଶସ୍ତା ପ୍ଲାନ ମିଳିବ। ଏହି...

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬...

ପୋଲ କାମ ବେଳେ ପଥର ବିସ୍ଫୋରଣ, ଚାଲିଗଲା ଶ୍ରମିକଙ୍କ ଜୀବନ

ବେଲଗୁଣ୍ଠା,୧୬ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଜାଲଖାଇ ବ୍ରିଜ୍‌ କାମ ବେଳେ ପଥର ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image