ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାସ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସତ୍ୟନଗର ଶ୍ମଶାନରେ ବର୍ଷାୟାନ ଅଭିନେତା ଅଜିତ ଦାସଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଏହି ଅବସରରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଥିଲା। ତାଙ୍କ ବଡ଼ ଝିଅ ମୁଖାଗ୍ନି ଦେଇଥିଲେ। ରବିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା।

Share