ବରିଷ୍ଠ ଅଭିନେତା ଅନ୍ନୁ କପୁର ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବରିଷ୍ଠ ବଲିଉଡ ଅଭିନେତା ଅନ୍ନୁ କପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁବାର ଅଭିନେତା ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ନୂଆଦିଲ୍ଲୀର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ବର୍ତ୍ତମାନ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Share