Posted inରାଜ୍ୟ

ଭାଜପାରେ ଯୋଗଦେଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ୱର,୧୫ା୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭଜାପରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ବିଜେଡିରେ ତାଙ୍କୁ କିମ୍ବା ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା କହି ସେ ଇସ୍ତଫା ଦେଇଥିଲେ। ଯେଉଁଥିପାଇଁ ସେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ କ୍ଷୋଭ ଜଣାଇଥିଲେ।

କିଛି ଦିନ ତଳେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଅରିନ୍ଦମ ସାକ୍ଷାତ କରିବା ପରେ ସେ ବିଜେଡି ଛାଡି ଭାଜପାକୁ ଆସି ପାରନ୍ତି ବୋଲି ଆଲୋଚନା ହେଉଥିଲା। ଏହାପରେ ସେ ଭାଜପା ନେତା ପ୍ରକାଶଙ୍କୁ ମଧ୍ୟ ସେ ଭେଟିଥିଲେ। ନିକଟରେ ଦେବାଶିଷଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ଚୟନ କରାଯିବା ପରେ ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିବା ପାଇଁ ପ୍ରଥମରୁ ମୁଁ ଆଶାୟୀ ରହିଛି ବୋଲି ଅରିନ୍ଦମ କହିଥିଲେ। ସୁଯୋଗ ମିଳିଲେ ନିଶ୍ଚିତ ନିର୍ବାଚନ ଲଢିବି। ଏଥିପାଇଁ ପ୍ରସ୍ତୁତ ଅଛି। ଦଳର ସୁପ୍ରିମୋ ଯାହା ନିଷ୍ପତ୍ତି ନେବେ ତାକୁ ଅପେକ୍ଷା କରିଛି ବୋଲି ସେ କହିଥିଲେ। ତେବେ ବର୍ତମାନ ସେ ଭଜାପରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri