ଅଭିନେତା ଏଲେନ ଡେଲନଙ୍କ ମୃତ୍ୟୁ

ପ୍ୟାରିସ୍‌, ୧୯।୮: ଫ୍ରାନ୍ସର ଖ୍ୟାତନାମା ଅଭିନେତା ଏଲେନ୍‌ ଡେଲନ୍‌ଙ୍କ ୮୮ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଫିଲ୍ମରେ ଖଳନାୟକ ଭୂମିକାରେ ଅଭିନୟ କରି ସେ ବିଶ୍ୱବ୍ୟାପୀ ପ୍ରଶଂସିତ ହୋଇଛନ୍ତି। ୧୯୬୦ରେ ରେନେ କ୍ଲେମେଟ୍‌ଙ୍କ ନିର୍ଦ୍ଦେଶିତ ‘ପ୍ଲେନ୍‌ ସୋଲେଇଲ’ ଚଳଚ୍ଚିତ୍ରରେ ସେ ଡେବ୍ୟୁ କରିଥିଲେ। ସେହିପରି ୧୯୬୩ରେ ରିଲିଜ୍‌ ହୋଇଥିବା ‘ଲେ ଗୁଏପର୍ଡ’ ଫିଲ୍ମରେ ଡେଲନ ଚରିତ୍ର ତାଙ୍କୁ ପ୍ରସିଦ୍ଧି ଆଣି ଦେଇଥିଲା। ଏଲନ ଫିଲ୍ମ ନିର୍ମାତା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୧୯୬୮ରେ ସେ ଫିଲ୍ମ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ୧୯୯୦ ମସିହା ସୁଦ୍ଧା ସେ ୨୬ଟି ଫିଲ୍ମ ନିର୍ମାଣ କରିସାରିଥିଲେ। ୨୦୧୯ର କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଏଲନଙ୍କୁ ପାମ୍‌ ଡି’ଅନର ସମ୍ମାନ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

କେନ୍ଦୁଝର,୨୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ବ୍ଲକ ଅଧୀନ ନରଣପୁରରେ ଥିବା ସାହୁ ଜୁଏଲାରୀ ମାଲିକ ଦୀପକ ସାହୁଙ୍କୁ ଆକ୍ରମଣ କରି ୫ ଲକ୍ଷରୁ...

ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ଭାରତର ଶକ୍ତି ବୃଦ୍ଧି: ଫ୍ରାନ୍ସ ଦେଲା ୨୬ ଯୁଦ୍ଧ ବିମାନ

ନୂଆଦିଳ୍ଲୀ,୨୮।୪: ଗୋଟିଏ ପଟେ, ଭାରତ ପହଲଗାମ ଆକ୍ରମଣର ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଛି। ଏହା ସହିତ, ଭାରତ ଏହାର ପ୍ରତିରକ୍ଷା ଶକ୍ତି ବୃଦ୍ଧି...

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ,...

ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା...

ମନ୍ତ୍ରୀଙ୍କ ପାଖଲୋକ କହି ହାଇପ୍ରୋଫାଇଲ ଠକେଇ: ମାଡ଼ିବସିଲା ପୋଲିସ

ଦେବଗଡ,୨୮ା୪(ଶଶାଙ୍କ ଶେଖର ଝାଙ୍କର):ନିଜକୁ ପ୍ରଭାବଶାଳୀ ନେତା, ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା...

ଭାରତକୁ ସହଯୋଗର ହାତ ବଢାଇଲା ପାକିସ୍ତାନର ଖାସ୍‌ ବନ୍ଧୁ: ଶେହବାଜ୍‌ ସରକାରଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୮।୪: ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ଏହାର ଘନିଷ୍ଠ ବନ୍ଧୁ ଆଜରବାଇଜାନ ଅହମ୍ମଦାବାଦକୁ ସିଧାସଳଖ ବିମାନ ସେବା ଆରମ୍ଭ କରି ଭାରତ ସହିତ ସମ୍ପର୍କକୁ...

ପାରାଦୀପ ଷ୍ଟକ୍‌ୟାର୍ଡ଼ରେ ଭୟଙ୍କର ଅଗ୍ନିକାଣ୍ଡ

ପାରାଦୀପ,୨୮।୪: ପାରାଦୀପ ଜିରୋ ପଏଣ୍ଟରେ ଥିବା ଏକ ଷ୍ଟକ୍‌ୟାର୍ଡରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଷ୍ଟକ୍‌ୟାର୍ଡରେ ଥିବା ପ୍ଲାଷ୍ଟିକ କୋଟେଡ ଆଇରନ୍‌ ପାଇପ୍‌ରେ ନିଆଁ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image