ଅଭିନେତା ମନୋଜ ବାଜପେୟୀଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌

ମୁମ୍ବାଇ: ବଲିଉଡ ଅଭିନେତା ମନୋଜ ବାଜପେୟୀଙ୍କ ଟୁଇଟର ଆକାଉଣ୍ଟକୁ ଶୁକ୍ରବାର ହ୍ୟାକ୍‌ କରାଯାଇଛିି। ଅଭିନେତା ନିଜେ ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ଶେୟାର କରି ପ୍ରଶଂସକଙ୍କୁ ତାଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌ ହୋଇଥିବା ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ, ଉକ୍ତ ଟୁଇଟର ପ୍ରୋଫାଇଲକୁ ନ ଯିବା ପାଇଁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।

Share