ଅଡ଼ୁଆରେ ଅବୁ ଅସୀମ ଆଜମୀଙ୍କ ପରିବାର, ସମର୍ଥନରେ ବାହାରିଲେ ବୋହୂ ଆୟେଶା ଟାକିଆ

ଲକ୍ଷ୍ନୌ,୫।୩: ମୋଗଲ ସମ୍ରାଟ ଔରଙ୍ଗଜେବଙ୍କ ପ୍ରଶଂସାରେ ବୟାନ ଦେଇଥିବା ସମାଜବାଦୀ ପାର୍ଟି(SP) ବିଧାୟକ ଆବୁ ଅସୀମ ଆଜମୀଙ୍କ ଅଡ଼ୁଆ କମ୍‌ ହେବାର ନାଁ ନେଉନାହିଁ। ଏହାପରଠାରୁ ଲଗାତାର ଭାବେ ବିଧାୟକ ସମାଲୋଚନାର ସମ୍ମୁଖୀନ ହେଉଥିବା ବେଳେ ଏବେ ତାଙ୍କ ପୁଅ ଏବଂ ନାତିଙ୍କୁ ଧମକ ଦିଆଯାଉଛି। ତେବେ ଆଜମୀଙ୍କ ବୋହୂ ତଥା ପୂର୍ବତନ ଚଳଚ୍ଚିତ୍ର ଅଭିନେତ୍ରୀ ଆୟେଶା ଟାକିଆ ଦାବି କରିଛନ୍ତି ଯେ ଗୋଆର କିଛି ଗୁଣ୍ଡା ଲଗାତାର ତାଙ୍କ ପରିବାରକୁ ଟାର୍ଗେଟ କରୁଛନ୍ତି।

ଉତ୍ତର ଗୋଆର କାଣ୍ଡୋଲିମର ଏକ ସୁପରମାର୍କେଟରେ ହୋଇଥିବା ବିବାଦକୁ ନେଇ ଗୋଆ ପୋଲିସ ମଙ୍ଗଳବାର ଅଭିନେତ୍ରୀଙ୍କ ସ୍ବାମୀ ଅବୁ ଫରହାନ ଆଜମିଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହାକୁ ନେଇ ଅଭିନେତ୍ରୀ ନିଜ ଇନଷ୍ଟାଗ୍ରାମରେ ଏକାଧିକପୋଷ୍ଟ କରି ତାଙ୍କ ପରିବାରକୁ ହଇରାଣ କରାଯାଉଥିବା ଜଣାଇଛନ୍ତି।

ଆୟେଶା କହିଛନ୍ତି, ଗୋଆରେ ମହାରାଷ୍ଟ୍ର ପ୍ରତି ଘୃଣା ଅବିଶ୍ୱସନୀୟ ସ୍ତରରେ ପହଞ୍ଚିଛି। ମହାରାଷ୍ଟ୍ରରୁ ହୋଇଥିବାରୁ ସ୍ଥାନୀୟ ଗୁଣ୍ଡାମାନେ ଫରହାନ ଏବଂ ମୋ’ ପୁଅକୁ ଏବଂ ଏକ ବଡ଼ ଗାଡ଼ି ରଖିଥିବାରୁ ଗାଳି ଦେଉଥିଲେ। ପରିବାର ପାଖରେ ସିସିଟିଭି ଫୁଟେଜ ସମେତ ଅନେକ ଭିଡିଓ ପ୍ରମାଣ ଅଛି ଯାହାକୁ ସେମାନେ ଉପଯୁକ୍ତ ସମୟରେ ଶେୟାର କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri