ବଢ଼ିଲା ଅଭିନେତ୍ରୀ ରିୟାଙ୍କ ଅଡୁଆ, ମାମଲା ରୁଜୁ କଲା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

ଭୁବନେଶ୍ୱର,୧୧।୭: ବଢ଼ିଲା ଓଲିଉଡ ଅଭିନେତ୍ରୀ ରିୟା ଦେଙ୍କ ଅଡୁଆ। ଘରୋଇ ସହାୟିକାଙ୍କୁ ନିର୍ଯାତନା ଅଭିଯୋଗ ପରେ ନିଜ ଆଡୁ ମାମଲା ରୁଜୁ କଲା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ। ଭୁବନେଶ୍ବର ଡିସିପି, ଖୋର୍ଦ୍ଧା ଡିଏଲଓ, ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୫ ସୁଦ୍ଧା ତଦନ୍ତ ସାରି ରିପୋର୍ଟ ଦେବାକୁ କୁହାଯାଇଛି।

ରିୟା ଓ ତାଙ୍କ ସ୍ବାମୀ ସୁନୀଲ ଘରୋଇ ସହାୟିକାଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ପୀଡ଼ିତା ବର୍ଷା ବେହେରା (୧୯) ମଙ୍ଗଳବାର ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦେଇଥିଲେ। ବର୍ଷାଙ୍କୁ ରିୟା ଦେଢ଼ବର୍ଷ ଧରି କାମ କରାଇବା ପରେ ପାରିଶ୍ରମିକ ଟଙ୍କା ନ ଦେଇ ମାଡ଼ ମାରୁଥିଲେ ବୋଲି ଏତଲାରେ ଉଲ୍ଲେଖ କରାଯାଇଛି। ଏହି ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା...

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି...

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି...

‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍‌ କ୍ଲବ୍‌ରେ ଶନିବାର ‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ...

ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ...

ଧର୍ମେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଏବେ…

ଭୁବନେଶ୍ୱର, ୨୬।୧୦(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି...

ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ

ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍‌ସାଇଟ୍‌ଠୁ...

ଆଜି ୫ ଜିଲାରେ ସ୍କୁଲ ଛୁଟି:ଜାଣନ୍ତୁ କେଉଁ କେଉଁ ଜିଲା…

ଭୁବନେଶ୍ୱର,୨୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri