ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି ଆପ୍‌ ଲଞ୍ଚ ହୋଇଛି ଯାହାଦ୍ୱାରା ଆପଣ ଶସ୍ତାରେ ଟ୍ରେନ୍‌, ବସ୍‌ ଓ ବିମାନ ଟିକେଟ୍‌ ବୁକିଂ କରିପାରିବେ। ଏଥିପାଇଁ ଆପଣଙ୍କୁ କୌଣସି ପ୍ରିମିୟମ ଚାର୍ଜ ଦେବାକୁ ପଡିବନାହିଁ। ଏହି ଆପ୍‌ର ନାଁ ହେଉଛି ଆଦାନୀ ଓ୍ବାନ ଆପ୍‌। ଏଥିରେ ଆପଣ ଟିକେଟ୍‌ ବୁକ୍‌ିଂ କରିବା ସହ ବିଭିନ୍ନ ଅଫର୍‌ର ମଧ୍ୟ ଫାଇଦା ଉଠାଇପାରିବେ। ଆଉ ଯାତ୍ରାବେଳେ ଖାଦ୍ୟ ଅର୍ଡର କରି ମଧ୍ୟ ଖାଇପାରିବେ। ଆଦାନୀ ଓ୍ବାନ ଆପ୍‌କୁ ଆଣ୍ଡ୍ରଏଡ କିମ୍ବା ଆଇଓଏସରେ ମଧ୍ୟ ଡାଉଡ଼ଲୋଡ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ...

ଆଦିବାସୀଙ୍କୁ ପିଟି ମାରିଦେଲା ପୋଲିସ

ଅଗରତାଲା,୧୯ା୧୦:ତ୍ରିପୁରାରେ ହାଜତ ନିର୍ଯାତନାରେ ଜଣେ ୩୪ ବର୍ଷୀୟ ଆଦିବାସୀଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ ୫ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ୨ ମାସ ମଧ୍ୟରେ...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri