ଆମେରିକାର ଅଭିଯୋଗ ଆଣିବାର କେଇ ମିନିଟ୍‌ ମଧ୍ୟରେ ବୁଡିଲା ଆଦାନୀଙ୍କ ଶେୟାର, ୨.୨୪ ଲକ୍ଷ କୋଟି ଟଙ୍କାର କ୍ଷତି…

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ଆଜି ସକାଳୁ ସକାଳୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ ନିବେଶକଙ୍କୁ ଲାଞ୍ଚ ଦେଇ ଠକିଛନ୍ତି। କଣ୍ଟ୍ରାକ୍ଟ ପାଇବା ଏବଂ ଏହାକୁ ଲୁଚାଇବା ପାଇଁ ସେ ୨୬୫ ମିଲିୟନ ଡଲାର ବା ୨୨୩୬ କୋଟି ଟଙ୍କା ଲାଞ୍ଚ ଦେଇଥିବାର ଅଭିଯୋଗ ହୋଇଛି। ଏନେଇ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏହି ଘଟଣା ଆଦାନୀ ଗ୍ରୁପ କମ୍ପାନୀ ଆଦାନୀ ଗ୍ରୀନ ଏନର୍ଜି ଲିମିଟେଡ ଏବଂ ଅନ୍ୟ ଏକ ସଂସ୍ଥା ସହିତ ଜଡିତ ।

ଏହି ଘଟଣା ପରେ ଆଦାନୀ ଗ୍ରୁପ୍ର ଶେୟାରରେ ବହୁତ ହ୍ରାସ ଘଟିଛି। ଆଦାନୀ ଏଣ୍ଟରପ୍ରାଇଜେସ, ଆଦାନୀ ଗ୍ରୀନ ଏନର୍ଜି ଏବଂ ଆଦାନୀ ଏନର୍ଜି ସଲ୍ୟୁସନର ଶେୟାରଗୁଡିକ ପ୍ରାରମ୍ଭିକ କାରବାର ସମୟରେ ୧୦-୨୦ ପ୍ରତିଶତ ହ୍ରାସ ପାଇଛି। ଏହାର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ମଧ୍ୟ ଦେଖିବାକୁ ମିଳିଛି। ନିଫ୍ଟି ୧୮୭ ପଏଣ୍ଟ ହ୍ରାସ କରି ୨୩,୩୩୦ ଥିବାବେଳେ ସେନସେକ୍ସ ୫୪୯ ପଏଣ୍ଟରେ ଦୁର୍ବଳ ହୋଇ ୭୭,୦୨୮ରେ କାରବାର ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୧ା୧୧: ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

ଜୋମାଟୋରେ ନିଯୁକ୍ତି ସୁଯୋଗ: ୨୦ ଲକ୍ଷ ଦେଇ ବର୍ଷେ ମାଗଣା କାମ, ଦ୍ୱିତୀୟ ବର୍ଷରେ କମ୍ପାନୀ ଦେବ ଏତେ…

ନୂଆଦିଲ୍ଲୀ,୨୧।୧୧: ଅନଲାଇନ ଖାଦ୍ୟ ବିତରଣ ଆପ ଜୋମାଟୋରେ ବଡ ନିଯୁକ୍ତି ବାହାରିଛି। ଜୋମାଟୋ ସିଇଓ ଦୀପିନ୍ଦର ଗୋୟଲ ନିଜେ ଏହି ବିଷୟରେ ଏକ୍ସରେ ସୂଚନା ଦେଇଛନ୍ତି।...

ଆଦାନୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା ଆମେରିକା, ଏହି କାମ ପାଇଁ ଦେଇଥିଲେ ୨ହଜାର କୋଟି ଟଙ୍କା ଲାଞ୍ଚ

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ ନିବେଶକଙ୍କୁ ଲାଞ୍ଚ ଦେଇ ଠକିଛନ୍ତି।...

୫.୮ କୋଟି ରାଶନ କାର୍ଡ ରଦ୍ଦ କଲେ ସରକାର, ଲିଷ୍ଟରେ ଆପଣଙ୍କ ନାଁ ନାହିଁ ତ? ଏମିତି କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୧।୧୧: ଭାରତରେ ଗରିବ ଅଭାବୀ ଲୋକଙ୍କୁ ସରକାର ରାଶନ କାର୍ଡ ପ୍ରଦାନ କରୁଛନ୍ତି। ଭାରତରେ କୋଟି କୋଟି ରାଶନ କାର୍ଡଧାରୀ ଅଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା...

ଗୋଟି ଗୋଟି ଟଙ୍କାର ହିସାବ ନେବେ ପ୍ରଧାନମନ୍ତ୍ରୀ, କାହିଁକି ଏମିତି କହିଲେ ସଞ୍ଜୟ ସେଠ୍‌…

ରାଞ୍ଚି,୨୧ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟି ଗୋଟି ଟଙ୍କାର ହିସାବ ନେବେ। ଏମିତି କହିଛନ୍ତି ଭାଜପା ଏମ୍‌ପି ସଞ୍ଜୟ ସେଠ୍‌। ସେ କହିଛନ୍ତି, ଭାଜପା ସରକାର...

ଅନ୍ତିମ ସତ୍କାର ପୂର୍ବରୁ ଏ କ’ଣ ହେଲା? ଜୁଇରୁ ହଠାତ୍‌ ଉଠି ବସିଲେ ମହିଳା, ହାତ ହଲାଇ କଥା ହେଲେ, ପରେ…

ଚେନ୍ନାଇ,୨୧।୧୧: କାନ୍ଦବୋବାଳିରେ ଫାଟୁଥିଲା ଘର। କୋକେଇରେ ମୃତଦେହ ଶ୍ମଶାନକୁ ଯାଇଥିଲା। ଜୁଇ ସଜଡ଼ା ସରିଥିଲା। ହେଲେ ହଠାତ୍‌ ଜିଇଁ ଉଠିଲେ ମହିଳା। ତାମିଲନାଡ଼ୁର ତ୍ରିଚିରୁ ଏଭଳି...

୬୦ ନୁହେଁ ଏବେ ଏତିକି ସମୟ ଯାଏ ଚାକିରି କରିପାରିବେ ସରକାରୀ କର୍ମଚାରୀ! ଜାଣନ୍ତୁ ଭାଇରାଲ ଖବରର ସତ..

ନୂଆଦିଲ୍ଲୀ,୨୧।୧୧: ସରକାରୀ କର୍ମଚାରୀମାନଙ୍କର ବୟସସୀମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏଣିକି ୬୦ ବର୍ଷରେ କର୍ମଚାରୀଙ୍କୁ ମିଳିବନି ଅବସର ।...

ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ଡୋମିନିକା,୨୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍‌ ଅନ୍‌ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri