ଆଦର୍ଶ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ମାଲକାନଗିରି,୧୪।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଭୂତି ପ୍ରସାଦ ପଣ୍ଡା ଜଣେ ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ମଙ୍ଗଳବାର ଗିରଫ ହୋଇଛନ୍ତି।
ପ୍ରକାଶଯେ, ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ସାମାଜିକ ବିଜ୍ଞାନ ଶିକ୍ଷକ ତଥା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପଣ୍ଡା ୫ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଜାତୀୟ କ୍ରୀଡା ଉତ୍ସବରେ ଯୋଗଦେବା ଲାଗି ଭୁବନେଶ୍ୱର ଯାଇଥିଲେ ା ସେଠାରୁ ଟ୍ରେନ୍‌ରେ ଫେରିବା ବେଳେ ଜଣେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ଯାହାର ଫଟୋ ଭାଇରାଲ ହେବା ପରେ ଗଁା ଲୋକେ ବିଦ୍ୟାଳୟରେ ପହଞ୍ଚି ସମ୍ପୃକ୍ତ ଶିକ୍ଷକଙ୍କୁ ନିସ୍ତୁକ ମାଡ ମାରିଥିଲେ। ପରେ ସେଠାରେ ମାଲକାନଗିରି ପୋଲିସ ପହଞ୍ଚିି ଲୋକଙ୍କୁ ବୁଝାଶୁଝା କରୁଥିବା ସମୟରେ ସମ୍ପୃକ୍ତ ଶିକ୍ଷକ ସେଠାରୁ ଫେରାର ହୋଇ ଯାଇଥିଲେ। ସେଠାରୁ ସେ ବୌଦ୍ଧ ଜିଲାରେ ଜଣେ ସମ୍ପର୍କୀୟଙ୍କ ଘରେ ଲୁଚି ରହିଥିବା ଖବର ପାଇ ମାଲକାନଗିରି ପୋଲିସ ସେଠାରୁ ଗିରଫ କରି ଥାନାକୁ ଆଣିବା ପରେ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ଏ ନେଇ ମାଲକାନଗିରି ଥାନାରେ ନଂ ୧୨୩/୨୪ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri