Posted inଜାତୀୟ

ଦିଲ୍ଲୀ ମନ୍ତ୍ରୀ ଅତିଶୀଙ୍କୁ ମିଳିଲା ଏହି ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୧।୬: ଦିଲ୍ଲୀ ସରକାରଙ୍କ କ୍ୟାବିନେଟରେ କିଛି ଅଦଳବଦଳ କରାଯାଇଛି। ଦିଲ୍ଲୀ ସରକାରରେ ମନ୍ତ୍ରୀ ଅତିଶୀଙ୍କୁ ବର୍ତ୍ତମାନ ଲୋକସମ୍ପର୍କ ବିଭାଗର ଦାୟିତ୍ୱ ଦିଆଯାଇଛି। ଏହାକୁ ମିଶାଇ ଅତିଶୀଙ୍କ ପାଖେ ବର୍ତ୍ତମାନ ମୋଟ ୯ଟି ବିଭାଗ ଅଛି। ଏହା ବ୍ୟତୀତ ଅନ୍ୟ ମନ୍ତ୍ରୀଙ୍କ ବିଭାଗରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହାପୂର୍ବରୁ ଜନସମ୍ପର୍କ ବିଭାଗ କୈଳାଶ ଗେହଲଟଙ୍କ ପାଖରେ ଥିଲା।

ନୂତନ ପରିବର୍ତ୍ତନ ସହିତ ଅତିଶୀଙ୍କର ପାଖେ ବର୍ତ୍ତମାନ ମହିଳା ଏବଂ ଶିଶୁ ବିକାଶ ବିଭାଗ, ଜନସମ୍ପର୍କ ବିଭାଗ, ଶକ୍ତି, ଶିକ୍ଷା, କଳା ସଂସ୍କୃତି ଏବଂ ଭାଷା, ପର୍ଯ୍ୟଟନ, ଉଚ୍ଚଶିକ୍ଷା, ତାଲିମ ଏବଂ ବୈଷୟିକ ଶିକ୍ଷା ଏବଂ ଜନସମ୍ପର୍କ ବିଭାଗ ସମେତ ମୋଟ ୯ଟି ବିଭାଗ ଅଛି। । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ କ୍ୟାବିନେଟରେ ମୋଟ ୬ ମନ୍ତ୍ରୀ ଅଛନ୍ତି। ସେମାନେ ହେଲେ ଗୋପାଳ ରାୟ, ଇମ୍ରାନ ହୁସେନ, କୈଳାଶ ଗେହଲଟ, ରାଜ କୁମାର ଆନନ୍ଦ, ସୌରଭ ଭରଦ୍ୱାଜ ଏବଂଅତିଶୀ। ଦିଲ୍ଲୀ ସରକାରଙ୍କ କ୍ୟାବିନେଟରେ ଅତିଶୀ ହେଉଛନ୍ତି ଏକମାତ୍ର ମହିଳା ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଲେହରେ ଆନାଲୋଗ୍‌ ସ୍ପେସ୍‌ ମିଶନ ଆରମ୍ଭ

ନୂଆଦିଲ୍ଲୀ,୨ା୧୧: ଭାରତର ପ୍ରଥମ ଆନାଲୋଗ୍‌ ସ୍ପେସ୍‌ ମିଶନ ଶୁକ୍ରବାର ଲଦାଖର ଲେହଠାରେ ଆରମ୍ଭ ହୋଇଛି। ମହାକାଶ କେନ୍ଦ୍ର ଅନୁରୂପ ଏହି ମିଶନ ପୃଥିବୀ ବାହାରେ ବେସ୍‌...

ପୁଣି ଆଖି ଦେଖାଇଲା କାନାଡା, ଶତ୍ରୁ ଦେଶ ତାଲିକାରେ ଭାରତକୁ ରଖିଲା

ନୂଆଦିଲ୍ଲୀ,୧।୧୧: ସୁଧୁରୁନି କାନାଡା। କ୍ଷମା ମାଗିବା ପରେ ବି ଭାରତକୁ ତର ଦେଖାଇଛି କାନାଡା। ଏବେ ଭାରତକୁ ଶତ୍ରୁ ଦେଶ ତାଲିକାରେ ରଖିଛି କାନାଡା। କାନାଡାର...

ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧।୧୧: ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ଚାଲିପାରେ । ଏକ...

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ...

ମୁଁ ଲାଲୁଙ୍କ ସହ ଯିବାକୁ ପ୍ରସ୍ତୁତ ଅଛି, ଯଦି ସେ…, ଖୋଲା ଅଫର ଦେଲେ ପ୍ରଶାନ୍ତ କିଶୋର

ପାଟନା,୧।୧୧: ଜନ ସୁରାଜ ପାର୍ଟି ନେତା ପ୍ରଶାନ୍ତ କିଶୋର ବେଲାଗଞ୍ଜ ବିଧାନସଭାର ବିଭିନ୍ନ ସ୍ଥାନରେ ସାଧାରଣ ସଭା ମାଧ୍ୟମରେ ପ୍ରଚାର କରିଥିଲେ। ଏହି ସମୟରେ ସେ...

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ...

ନଭେମ୍ବରରେ ଅବସର ନେବେ ସିଜେଆଇ ଚନ୍ଦ୍ରଚୁଡ, ଯିବା ସମୟରେ ଶୁଣାଇବେ ୫ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡିଓ୍ବାଇ ଚନ୍ଦ୍ରଚୁଡ ୧୦ ନଭେମ୍ବରରେ ଅବସର ନେଉଛନ୍ତି। ତାଙ୍କର କାର୍ଯ୍ୟକାଳ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ ସ୍ମରଣୀୟ ହେବ।...

କଂଗ୍ରେସ ନେତା କ୍ଷମା ମାଗିବା ଉଚିତ, କାହିଁକି ଏମିତି କହିଲେ ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧।୧୧: କର୍ନାଟକରେ ‘ଶକ୍ତି’ ଗ୍ୟାରେଣ୍ଟି ସମୀକ୍ଷା ଉପରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ନିନ୍ଦା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri