ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଚଢାଉରେ ୧୦ଜଣ ଡିଏସପି, ୭ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

Share