ସାରା ବିଶ୍ୱରେ ୩୦୦ କୋଟି ବ୍ୟବସାୟ କଲା ଆଦିପୁରୁଷ

ମୁମ୍ବାଇ: ପ୍ରଭାସ ଏବଂ କ୍ରିତି ସାନନ ଷ୍ଟାରର୍‌ ମୁଭି ‘ଆଦିପୁରୁଷ’ ପ୍ରତିଦିନ ବ୍ୟବସାୟରେ ନୂଆ ସଂଖ୍ୟା ଛୁଉଁଛି। ଏହି ଚଳଚ୍ଚିତ୍ରକୁ ଦେଶରେ ବିରୋଧ କରାଯାଉଥିବାବେଳେ ଏହାର ରୋଜଗାର ଉପରେ କୌଣସି ପ୍ରଭାବ ପଡୁନାହିଁ। ଏହାକୁ ଦୃଷ୍ଟିରେ ରଖି ନିର୍ମାତାମାନେ ଫିଲ୍ମର ସଂଳାପରେ ପରିବର୍ତ୍ତନ ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି। ବର୍ତ୍ତମାନ ଏହି ଫିଲ୍ମର ତୃତୀୟ ଦିନର ଓ୍ବାର୍ଲଡ ଓ୍ବାଇଡ କଲେକସନର ଆକଳନ ସାମ୍ନାକୁ ଆସିଛି। ପ୍ରତିଦିନ ଫିଲ୍ମ ୧୦୦କୋଟି ମାର୍କ ଅତିକ୍ରମ କରୁଛି । ତୃତୀୟ ଦିନରେ ଏହି ଚଳଚ୍ଚିତ୍ର ୩୦୦ କୋଟି ଅତିକ୍ରମ କରିଛି।

ଦର୍ଶକ, ରାଜନେତା ଏବଂ ବହୁ ଅଭିନେତା ଆଦିପୁରୁଷକୁ ବିରୋଧ କରୁଥିବାବେଳେ ଫିଲ୍ମର ଆୟ ମଧ୍ୟ କ୍ରମାଗତ ବୃଦ୍ଧି ଘଟିଛି। ପ୍ରଥମ ଦିନରେ ଏହି ମୁଭି ସାରା ବିଶ୍ୱରେ ୧୫୦କୋଟି ଛୁଇଁଥିବାବେଳେ ଦ୍ୱିତୀୟ ଦିନରେ ଫିଲ୍ମ ୨୪୦ କୋଟି ରୋଜଗାର କରିଥିଲା। ଇଣ୍ଡିଆ ଟୁଡେ ଖବର ଅନୁଯାୟୀ ବର୍ତ୍ତମାନ ତୃତୀୟ ଦିନରେ ଫିଲ୍ମ ୩୦୦ କୋଟି ଟଙ୍କା ଅତିକ୍ରମ କରିଛି। ଏହା ସହିତ ସାରା ବିଶ୍ୱରେ ଏହି ମୁଭିର କ୍ରେଜ ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ସହ ଡେଟିଂ ଖବର ମଧ୍ୟରେ ନୀରବତା ଭାଙ୍ଗିଲେ ନିମ୍ରତ, କହୁ କହୁ କହିଦେଲେ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନିମ୍ରତ କୌର ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ଡେଟିଂ ଗୁଜବକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ଫିଲ୍ମ ‘ଦସଭି’ରେ ସ୍କ୍ରିନ ଶେୟାର...

ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ...

ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍‌…

ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି...

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର...

ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri