ସ୍ବତନ୍ତ୍ର ଅଲିମ୍ପିକ୍ସ ୱାଲର୍‌ଡ ଗେମ୍ସ ରୌପ୍ୟ ବିଜେତାଙ୍କୁ ପ୍ରଶାସନର ସମ୍ବର୍ଦ୍ଧନା

ବଲାଙ୍ଗୀର, ୦୬।୦୭ : ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ସତନ୍ତ୍ର ଅଲିମ୍ପିକ୍ସ ୱାଲର୍‌ଡ ଗେମ୍ସ ୨୦୨୩ରେ ଭାଗ ନେଇ ସଟପୂଟରେ ରୌପ୍ୟ ପଦକ ହାସଲ କରିଥିବା ବୈଷ୍ଣବ ରାଜପଲିଆଙ୍କୁ ବଲାଙ୍ଗିର ଜିଲା ପ୍ରଶାସନ ସମ୍ବର୍ଦ୍ଧିତ କରିଛି। ଜୁନ ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ହେଇଥିବା ଏହି ମହାକୁମ୍ଭରେ ଶ୍ରୀ ରାଜପଲିଆ ୪*୪୦୦ ରିଲେ ଦୌଡ ଏବଂ ଜାଭଲିନରେ ମଧ୍ୟ ଚତୁର୍ଥ ସ୍ଥାନ ହାସଲ କରିଥିଲେ। ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ଚଞ୍ଚଲ ରାଣା ନିଜ ଅଫିସରେ କୋଚଙ୍କ ସମେତ ୩ ଜଣଙ୍କୁ ସମର୍ଦ୍ଧିତ କରିଛନ୍ତି।
କୋଚ ଉମାକାନ୍ତ ଷଡଙ୍ଗୀ, ଝସକେତନ ସାହୁ ମଧ୍ୟ ଉପରୋକ୍ତ ସମ୍ବର୍ଦ୍ଧନା ସଭାରେ ଉପସ୍ଥିତ ଥିଲେ। ଜିଲାପାଳ ଶ୍ରୀ ରାଣା ପୁଷ୍ପଗୁଚ୍ଛ ,ଉତ୍ତରୀୟ , ମାନପତ୍ର ଏବଂ ଆର୍ଥିକ ପୁରସ୍କାର ସହ ସମସ୍ତଙ୍କୁ ଶୁଭେଚ୍ଛା ଜଣୋଥିଲେ। ରାଜପଲିଆଙ୍କୁ ତିରିଶ ହଜାର ଟଙ୍କା, ଷଡଙ୍ଗୀଙ୍କୁ ଦଶହଜାର ତଥା ଝସକେତନ ସାହୁଙ୍କୁ ପାଞ୍ଚ ହଜାର ଟଙ୍କା ପୁରସ୍କୃତ କରଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ...

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ...

ସମାନ କାମକୁ ସମାନ ଦରମା ଦିଆଯାଉ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା...

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ...

ଭେଣ୍ଡିଂ ଜୋନ୍‌ରେ ବସୁନାହାନ୍ତି ଉଠା ପରିବା ଦୋକାନୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ...

ତାଣ୍ଡବ ରଚିଲା କାଳବୈଶାଖୀ: କୁଆପଥର ମାଡ଼ରେ ଧାନଫସଲ ନଷ୍ଟ, ବିଦ୍ୟୁତ୍‌ ସେବା ବନ୍ଦ

\ନୂଆପଡ଼ା,୨୭।୪(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଳକ ଅଧୀନ ବୁଦ୍ଧିକୋମନା ପଞ୍ଚାୟତର ପଣ୍ଡରାପଥର ଏବଂ ସ୍ଥାନୀୟ ଆଖପାଖ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି।...

ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍‌ କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image