୩ ମାସ ପରେ ଖୋଲିଲା ମଝି ଘରିଆଣୀ ମନ୍ଦିର ହୁଣ୍ଡି

ରାୟଗଡ଼ା,୨୭ା୯(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝି ଘରିଆଣୀଙ୍କ ଦାନ ହୁଣ୍ଡି ଦୀର୍ଘ ୩ ମାସ ପରେ ବୁଧବାର ଖୋଲିଛି। ତହସିଲଦାର କାର୍ଯ୍ୟାଳୟ ପକ୍ଷରୁ ସୁପରଭାଇଜରଙ୍କ ଉପସ୍ଥିତିରେ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ହୁଣ୍ଡି ବାକ୍ସ ଖୋଲିଛି।

ଏଥିରେ ୫୮ ଲକ୍ଷ ୨୪ ହଜାର ୯୫୦ ଟଙ୍କା ନଗଦ, ସୁନା ୩୯ ଗ୍ରାମ, ରୁପା ୧ କେଜି ୬୫୦ ଗ୍ରାମ, ବିଦେଶୀ ଟଙ୍କା ୧ ଡଲାର ୧,୧୦ ଡଲାର ୨ ଟି ୨୦ ପାଉଣ୍ଡ ୨୦ଟି ବାହାରିଥିଲା। ଚଳିତ ଥର ୫୦ ଲକ୍ଷ ବାହାରିବ ବୋଲି ପରିଚାଳନା କମିଟି ଆଶା ରଖିଥିବା ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ରାଇସିଂ ବିଡ଼ିକା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…

କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା  ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ  ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ...

ଲୁଚାଇ ରଖିଥିବା ୧୧ ଦାଦନ ଶ୍ରମିକ ଉଦ୍ଧାର

ଗୋଲାମୁଣ୍ଡା,୧୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ପୋଲିସ ବୁଧବାର ନକଟିକାନୀ ଗାଁରେ ଚଢ଼ାଉ କରି ୬ ଶିଶୁ ସହ ୧୧ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି।...

ବଡ଼ବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ଆରମ୍ଭ

ବଡବିଲ,୧୪।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ବଡବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ଗୁରୁବାର ଅପରାହ୍ନରେ ସ୍ଥାନୀୟ ବିକାଶ ମହଲ ସଭା ଗୃହରେ...

ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍‌): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ...

ସାଇକେଲରେ ଯାଉଥିଲେ ଦମ୍ପତି: ଧକ୍କାଦେଇ ଘୋଷାଡ଼ି ନେଲା ଟ୍ରକ୍‌

ଭଦ୍ରକ,୧୪।୧୧: ଭଦ୍ରକ ଜିଲା ଧାମରା-ଜାମୁଝାଡ଼ି ରାସ୍ତାର ବେତଡ଼ା ମାକେର୍ଟ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା...

୬ ଦିନ ହେଲା ନିଖୋଜ ଥିଲେ ଯୁବତୀ: ପୋଖରୀରୁ ମିଳିଲା ମୃତଦେହ

ଦଶପଲ୍ଲା,୧୪।୧୧: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଶରୀରଗଣ୍ଡା ଗାଁ ପୋଖରୀରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା ମୁତାବକ, ୬ଦିନ...

କୃଷି ଜମିକୁ ଘରୋଇ ଜମି କରିବା ପାଇଁ ଲାଞ୍ଚ ନେଉଥିଲେ ଆର୍‌ଆଇ, ପଡ଼ିଲେ ଭିଜିଲାନ୍ସ ପଞ୍ଝାରେ

ଭଦ୍ରକ,୧୪ା୧୧(ସନାତନ ରାଉତ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍‌ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ...

‘ଦେଶର ଉନ୍ନତି-ପ୍ରଗତିରେ ଶିଶୁମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବାଲିଗୁଡ଼ା,୧୪ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri