ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର ବଚ୍ଚନ ପରିବାରକୁ ସମ୍ପୂର୍ଣ୍ଣ ଭାବେ ଛାଡ଼ି ଝିଅ ସହ ଅଲଗା ବଙ୍ଗଳାରେ ରହିବାକୁ ଚାଲିଯିବେ ବୋଲି ଜଣାପଡ଼ିଛି।

पर्सनल लाइफ के चलते सुर्खियों में हैं अभिषेक

କିଛି ମାସ ଧରି ଲଗାତାର ଭାବେ ଅଭିଷେକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ବିଭିନ୍ନ ଉତ୍ସବରେ ଏକାଠି ନଜର ଆସୁ ନ ଥିବାରୁ ପତ୍ନୀଙ୍କୁ ସେ ଛାଡ଼ପତ୍ର ଦେବେ ବୋଲି କୁହାଯାଉଛି। ଇତି ମଧ୍ୟରେ ଅଭିନେତାଙ୍କ ନାମ ବଲିଉଡ୍‌ ଅଭିନେତ୍ରୀ ନିମ୍ରିତ କୌରଙ୍କ ସହ ଯୋଡ଼ା ଯାଉଛି। ଦୁହେଁ ଏକାଠି ‘ଦସ୍‌ବି’ରେ କାମ କରିଥିଲେ।

निमृत कौर की खूबसूरती देख फिसल गए अभिषेक

ନିମ୍ରିତଙ୍କ ସହ ଅଭିଷେକଙ୍କ ନାମ ଯୋଡ଼ି ହେବା ପରେ ଐଶ୍‌ ଭାଙ୍ଗି ପଡ଼ିଛନ୍ତି। ଆଗାମୀ ଦିନରେ ସେ ଅଭିନେତାଙ୍କ ଘର ଛାଡ଼ି ନୂଆ ବଙ୍ଗଳାକୁ ଚାଲିଯିବେ ବୋଲି ଖବର ପ୍ରକାଶ ପାଉଛି। ତେବେ ଏହା କେତେଦୂର ସତ ହେବ ତାହା ଆଗାମୀ ଦିନରେ ସ୍ପଷ୍ଟ ହେବ।

बेटी संग नए घर शिफ्ट होंगी ऐश्वर्या


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ...

ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି...

ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌...

ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ

ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ...

ନିମ୍ରତ କୌରଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚା ମଧ୍ୟରେ ଏମିତି ପ୍ରତିକ୍ରିୟା ଦେଲେ ଅଭିଷେକ ବଚ୍ଚନ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ସହ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ତାଙ୍କ ନାଁ ଅଭିନେତ୍ରୀ ନିମ୍ରତ କୌରଙ୍କ...

ଡିସେମ୍ବର ୨୦ରେ ‘ବନବାସ’

ମୁମ୍ବାଇ: ‘ଗଦର: ଏକ୍‌ ପ୍ରେମ କଥା’, ‘ଅପ୍‌ନେ’, ‘ଗଦର ୨’ ଆଦି ହିଟ୍‌ ଚଳଚ୍ଚିତ୍ରଗୁଡ଼ିକର ନିର୍ଦ୍ଦେଶନା ଦେଇଥିବା ଅନିଲ ଶର୍ମା ସୋମବାର ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri