ତୃତୀୟଥର ପ୍ରଧାନମନ୍ତ୍ରୀ ହେବାପରେ ପ୍ରଥମେ ପାକିସ୍ତାନ ଯିବେ ମୋଦି! ଜୋର ଧରିଲା ଚର୍ଚ୍ଚା

ଇସଲାମାବାଦ୍‌,୧୬।୫: ପାକିସ୍ତାନୀ ଗଣମାଧ୍ୟମରେ ଭାରତର ପ୍ରଧାନମନ୍ତ୍ରୀଙ୍କ ବିଷୟରେ ଚର୍ଚ୍ଚା ଜୋର ଧରିଛି। ଲୋକ ସଭା ନିର୍ବାଚନରେ ଜିତିବା ପରେ ମୋଦି ପ୍ରଥମେ ପାକିସ୍ତାନ ଆସିବେ ବୋଲି ଦାବି କରାଯାଉଛି। ଏଥି ସହିତ ପାକିସ୍ତାନୀମାନେ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସୀ ଯେ, ଏଥର ପୁଣିଥରେ ମୋଦି ଭାରତରେ ନିର୍ବାଚନ ଜିତିବାକୁ ଯାଉଛନ୍ତି।
ପାକିସ୍ତାନୀ ୟୁଟ୍ୟୁବର୍‌ ଶୋଏବ ଚୌଧରୀ ମଧ୍ୟ ପାକିସ୍ତାନୀ ଗଣମାଧ୍ୟମର ଏକ କ୍ଲିପ ଦେଖାଇଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଆସୁଛନ୍ତି ବୋଲି ଦାବି କରାଯାଉଛି। ଏକ ମିଡିଆ ଶୋ’ରେ ଜଣେ ମହିଳା ସାମ୍ବାଦିକ ପାକିସ୍ତାନୀ ବରିଷ୍ଠ ସାମ୍ବାଦିକ ହାସନ ନିସରଙ୍କୁ ପଚାରିଥିଲେ ଯେ ପାକିସ୍ତାନୀ ରାଜନୈତିକ ପଣ୍ଡିତମାନେ କହିଛନ୍ତି ଯେ, ଲୋକ ସଭା ନିର୍ବାଚନରେ ଜିତିବା ପରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଗସ୍ତ କରିବେ।
ଏହାର ଉତ୍ତରରେ ହାସନ ନିସାର କହିଛନ୍ତି, ଯଦି ନରେନ୍ଦ୍ର ମୋଦି ଏହା କରନ୍ତି ତେବେ ସେହି ତାରିଖ ଇତିହାସରେ ଲିପିବଦ୍ଧ ହେବ। ନରେନ୍ଦ୍ର ମୋଦି ନେଲସନ ମଣ୍ଡେଲାଙ୍କ ସ୍ଥିତିକୁ ଯିବେ। ବିଶ୍ୱର ସର୍ବବୃହତ ସଂଖ୍ୟାଗରିଷ୍ଠତାର ପ୍ରିୟ ନେତା ମୋଦି। ତାଙ୍କ ପାଇଁ ପାକିସ୍ତାନ ଆସିବା ତାଙ୍କ ପାଇଁ ଏକ ବଡ କଥା ହେବ, ଯଦି ସେ ପାକିସ୍ତାନ ଆସନ୍ତି ତେବେ ଆମେ ଖୁସି ହେବୁ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image