ବାପା ପୁଅ, ବୋହୂକୁ ନିଆଁ ଲଗାଇବା ପରେ ମା’ ବନ୍ଦଘରେ ଶିଶୁ କନ୍ୟା ସହ ନିଜକୁ ଜାଳିଲେ: ଝିଅ ପରେ ମା’ଙ୍କ…

କଟକ,୪।୧୨: ଜଗତପୁର ଥାନା ଅନ୍ତର୍ଗତ ଅତୋ ଗାଁରେ ମା’ ଶିଶୁକନ୍ୟା ଓ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଶିଶୁ କନ୍ୟା ପରେ ହସ୍ପିଟାଲରେ ମା’ଙ୍କ ମୃତ୍ୟୁ ଘଟିଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମା’ଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ପାରିବାରିକ ଅଶାନ୍ତି କାରଣରୁ ଛୁଆ ସହ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇଲା ମା’। ଗୁରୁତର ଅବସ୍ଥାରେ ମା’ଓ ୪ ମାସର ଶିଶୁ କନ୍ୟାକୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା। ଘର ବନ୍ଦ କରି ନିଆଁ ଲଗାଇଦେଇଥିଲା ମା’ସୁଚିସ୍ମିତା। ଘଟଣାରେ ସୁଚିସ୍ମିତାଙ୍କ ସ୍ବାମୀଙ୍କୁ ଅଟକ ରଖି ଜଗତପୁର ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

NCC କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗ, ୭ ଶିକ୍ଷକଙ୍କ ବିରୁଦ୍ଧରେ ମାମଲା

ଛତିଶଗଡ଼,୨୭ା୪: ବିଲାସପୁର ଜିଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କେତେକ ଛାତ୍ରଛାତ୍ରୀଙ୍କୁ NCC ଶିବିର ସମୟରେ ନମାଜ ପଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗରେ ଶନିବାର ୭...

କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ: ସବୁ ଜଳିଗଲା

ବରୀ,୨୭।୪(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ତହସିଲ ଅଧୀନସ୍ଥ କଳାମାଟିଆ ପଂଚାୟତ କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗୋଟିଏ ପରିବାରର ତିନି ଜଣଙ୍କର ତିନି...

ଭାରତ ପାଇଁ ଅଛି ୧୩୦ଟି ପରମାଣୁ ବୋମା, ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ପହଲଗାମ ଆକ୍ରମଣ ପରେ ବଢୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ମନ୍ତ୍ରୀ ହାନିଫ ଅବ୍ବାସୀ ଭାରତକୁ ପରମାଣୁ ପ୍ରତିଶୋଧର ଖୋଲା ଧମକ ଦେଇଛନ୍ତି, ଚେତାବନୀ ଦେଇଛନ୍ତି...

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଏଇ ଭାରତରେ

କାଗଜ ପାଇଁ ବହୁସଂଖ୍ୟାରେ ଗଛ ଓ ବାଉଁଶ କଟାଯାଉଛି, ଯାହା ପରିବେଶ ପାଇଁ କ୍ଷତିକାରକ। ତେବେ ଏହାର ସମାଧାନ ବାଟ ପାଇଛନ୍ତି ରୂପଙ୍କର ଭଟ୍ଟାଚାର୍ଯ୍ୟ ଏବଂ...

ନିକୃଷ୍ଟ ବିଚାର

ଆମେରିକା କହୁଛି ବାଣିଜ୍ୟରେ ବିଶ୍ୱ ତାହାକୁ ଲୁଟିଛି ଏବଂ କ୍ଷତିପୂରଣ ଚାହେଁ। ଦେଖିବାକୁ ଗଲେ ଏହି ଲୁଣ୍ଠନ ନିଜେ ଆମେରିକା ଦ୍ୱାରା ହୋଇଛି କାରଣ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image