Posted inଫୁରସତ

ଟିକା ନେବା ପରେ ଖୁସିରେ ନାଚିଲେ ଏହି ବ୍ୟକ୍ତି, ଦେଖିଲେ ଆପଣଙ୍କୁ ବି ଛାଡ଼ିଯିବ କରୋନା ଡର

ଭାରତରେ ଲଗାତର କରୋନା ସଂକ୍ରମଣ ମାମଲା ବଢ଼ିଚାଲିଛି। ଏବେ ଲୋକଙ୍କୁ ପୁଣି ଲକ୍‌ଡାଉନ ଆଶଙ୍କା ଘାରିଲାଣି। ଏହି ପରିପ୍ରେକ୍ଷୀରେ କାନାଡାରେ ରହୁଥିବା ଭାରତୀୟ ମୂଳ ବାସିନ୍ଦା ଗୁରୁଦୀପ ପନ୍ଧେର କରୋନା ଟିକା ନେବା ପରେ ଖୁସିରେ ବରଫ ଉପରେ ନାଚୁଛନ୍ତି। ଏହି ମହାମାରୀକୁ ନେଇ ସୋସିଆଲ ମିଡିଆରେ ସକାରାତ୍ମକ ଭାବନା ସୃଷ୍ଟି ହୋଇଛି।

କରୋନା ଟିକାର ଦ୍ୱିତୀୟ ଡୋଜ୍‌ ନେବା ପରେ ଗୁରୁଦୀପ ବରଫ ଉପରେ ‘ଭାଙ୍ଗଡ଼ା’ ନାଚ କରୁଛନ୍ତି। ଏହି ଭିଡିଓକୁ ଲୋକେ ଖୁବ୍‌ ପସନ୍ଦ କରିବା ସହ ପ୍ରଶଂସା ମଧ୍ୟ କରୁଛନ୍ତି।

ଗୁରୁଦୀପ କହିଛନ୍ତି, ଆଜି ମୁଁ କୋଭିଡ-୧୯ ଟିକାର ଦ୍ୱିତୀୟ ଡୋଜ ନେଲି। ମୁଁ ବହୁତ ଖୁସି। ଆଶା ଏବଂ ସକାରାତ୍ମକ ପାଇଁ ସେ ପଞ୍ଜାବୀ ଡ୍ୟାନ୍ସ କରୁଛନ୍ତି। ସେ କହିଛନ୍ତି, କାନାଡାରେ ସମସ୍ତେ ସୁସ୍ଥ ରୁହନ୍ତୁ। ଗୁରୁଦୀପ ଶୀତଦିନିଆ ଜ୍ୟାକେଟ ପିନ୍ଧିଥିବା ବେଳେ ଜୋତା ପିନ୍ଧିଥିବା ନଜର ଆସିଛନ୍ତି।

ବର୍ତ୍ତମାନ ଏହି ଭିଡିଓକୁ ୧ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଭିଡିଓ ଦେଖି କିଛି ଲୋକ ଗୁରୁଦୀପଙ୍କୁ ଧନ୍ୟବାଦ ଦେଇଛନ୍ତି କି ଏହି ମହାମାରୀ ସମୟରେ ସେ ଏତେ ଖୁସି ଜଣାପଡୁଛନ୍ତି। ଗୁରୁଦୀପଙ୍କ ଏହି ଭିଡିଓ ଲୋକଙ୍କୁ ନିଶ୍ଚିତ ପ୍ରେରଣା ଯୋଗାଇବ। ଏଥିସହିତ ତାଙ୍କ ନାଚ ଏବଂ ଖୁସି ଦେଖି ଅନ୍ୟମାନଙ୍କ ମନରୁ କରୋନା ଡର ବି ଚାଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧୀରେନ୍ଦ୍ର ଶାସ୍ତ୍ରୀ କହିଲେ ବଢିଆ ଉପାୟ: ୧ ଜାନୁଆରୀରୁ ଏପରି କଲେ ମା’ ଲକ୍ଷ୍ମୀ କରିବେ ଧନବାନ

ନୂଆଦିଲ୍ଲୀ,୩୧।୧୨: ଆରମ୍ଭ ହେବାକୁ ଯାଉଛି ନୂଆବର୍ଷ। ଏହି ନୂଆବର୍ଷ ନୂଆ ଆଶା ଏବଂ ନୂଆ ସ୍ୱପ୍ନରେ ଉତ୍ସାହ ଭରିବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ପ୍ରବଚକ...

ମୃତଦେହ ସହ ୧୦ ମିନିଟ ବିତାଇବାକୁ ୨୫ ହଜାର ଦରମା

ବେଜିଂ: ସୋସିଆଲ ମିଡିଆରେ ଏକ ନିଯୁକ୍ତି ବିଜ୍ଞାପନ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଶ୍ୱର ଦ୍ୱିତୀୟ ଜନବହୁଳ ଦେଶ ଚାଇନାର ଶାଣ୍ଡୋଙ୍ଗ ପ୍ରଦେଶ...

ଆଇସ୍‌କ୍ରିମ୍‌ ବିରିୟାନି

ମୁମ୍ବାଇ: ଭାରତରେ ସର୍ବାଧିକ ଲୋକ ଖାଉଥିବା ବ୍ୟଞ୍ଜନ ମଧ୍ୟରୁ ବିରିୟାନି ଅନ୍ୟତମ। ସୁସ୍ବାଦୁ ବ୍ୟଞ୍ଜନ ଭାବେ ବିରିୟାନି ଖାଇବାକୁ ଅନେକ ଭାରତୀୟ ଇଚ୍ଛା ପ୍ରକାଶ କରିଥାନ୍ତି। ତେବେ...

ଗୋଟିଏ ଛୋଟ ପକ୍ଷୀ କିଭଳି ବିମାନ ଦୁର୍ଘଟଣାର କାରଣ ପାଲଟିଥାଏ? ବନ୍ଧୁକ ଗୁଳିଠାରୁ ଅଧିକ ଘାତକ

ଚଳିତ ବର୍ଷ ସବୁଠାରୁ ଦକ୍ଷିଣ କୋରିଆରେ ଏଯାବତର ସବୁଠାରୁ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି।  ଜେଜୁ ଏୟାରଲାଇନ୍ସର ବିମାନ ବ୍ୟାଙ୍କକ୍‌ରୁ ଉଡ଼ାଣ ଭରିବା ପରେ ମୁଆନ...

ଶୀତଦିନେ ସକାଳୁ କିପରି ଉଠିବେ ? ପ୍ରେମାନନ୍ଦ ମହାରାଜ କହିଲେ ବଢିଆ ଉପାୟ

ଠାକୁର ଜି ଏବଂ ରାଧାରାଣୀଙ୍କର ଭକ୍ତ ତଥା ବୃନ୍ଦାବନର ପ୍ରସିଦ୍ଧ ଉପଦେଶକ ପ୍ରେମାନନ୍ଦ ମହାରାଜ ଲୋକମାନଙ୍କ ଜୀବନ ସହ ଜଡିତ ଅନେକ ସମସ୍ୟା ବିଷୟରେ ଆଲୋଚନା...

୨୦୨୫ରେ ଏମିତି ଘଟଣା ଘଟିବ ଯାହା କେହି କେବେ ଦେଖି ନ ଥିଲେ, କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ?

ବ୍ରାସିଲିଆ: ଆଥୋସ ସାଲୋମ ଯିଏ ‘ଜୀବନ୍ତ ନୋଷ୍ଟ୍ରାଡାମସ’ ଭାବରେ ଜଣାଶୁଣା । ସେ ୨୦୨୫ ବର୍ଷ ପାଇଁ ଅନେକ ଭୟଙ୍କର ଭବିଷ୍ୟବାଣୀ କରିଛନ୍ତି । ଏହି...

୯୦ ଦେଶ ଭ୍ରମଣ କରିଛନ୍ତି ୧୯ ବର୍ଷୀୟା ସୋଫିଆ

ନ୍ୟୁୟର୍କ: ୧୯ ବର୍ଷୀୟା ଆମେରିକୀୟ କଣ୍ଟେଣ୍ଟ୍‌ କ୍ରିଏଟର ସୋଫିଆ ଲି ବର୍ତ୍ତମାନ ସୁଦ୍ଧା ୯୦ଟି ଦେଶ ଭ୍ରମଣ ଶେଷ କରି ସମସ୍ତଙ୍କୁ ଚକିତ କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ...

ଶାନ୍ତି, ଏକତାର ବାର୍ତ୍ତା ଦିଏ ଗ୍ଲୋବାଲ ଫ୍ୟାମିଲି ଡେ’

ଆଜି ସମଗ୍ର ବିଶ୍ୱରେ ଲୋକମାନେ ନୂଆବର୍ଷର ପ୍ରଥମ ସକାଳକୁ ଉପଭୋଗ କରୁଛନ୍ତି। ଲୋକମାନେ ସେମାନଙ୍କର ବନ୍ଧୁ, ପରିବାର ଏବଂ ଘନିଷ୍ଠ ବ୍ୟକ୍ତିଙ୍କ ଏହି ବିଶେଷ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri