ଆଳୁ ପରେ କୁକୁଡା, ଅଣ୍ଡା ଗାଡ଼ିକୁ ଛଡ଼ାଯାଉନି : ଆଜିବି ସୀମାରେ ଅଟକିଛି ଓଡ଼ିଶା ନମ୍ବର ଥିବା ଗାଡ଼ି

ଭୁବନେଶ୍ୱର,୮।୯: ଆଳୁ ପରେ ଓଡ଼ିଶାରେ କୁକୁଡା ଓ ଅଣ୍ଡା ଗାଡ଼ିକୁ ଛାଡୁନି ପଶ୍ଚିମବଙ୍ଗ ପୋଲିସ। ପଶ୍ଚିମବଙ୍ଗ ସୀମାନ୍ତ ସୋନାକଣିଆ ଚେକ ପୋଷ୍ଟ ନିକଟରେପୋଲିସ ଗାଡ଼ିକୁ ଅଟକାଉଛି । ଦିନ ସାରା ଓ ଗାଡି ଚେକ ପୋଷ୍ଟରେ ଛିଡା ହେଉଥିବା ଦେଖିବାକୁ ମିଳୁଛି। ହେଲେ ରାତିରେ କିଛି କିଛି ଟଙ୍କା ନେଇ ଗାଡ଼ି ଛାଡି ଦେଉଥିବା ଅଭିଯୋଗ ହୋଇଛି।
ଓଡ଼ିଶାରେ ବାର୍ଡ ଫ୍ଲୁ ପାଇଁ ପଶ୍ଚିମବଙ୍ଗ ସରକାର ଓଡ଼ିଶା ଗାଡ଼ିକୁ ପଶ୍ଚିମବଙ୍ଗ ଭିତରକୁ ଯିବାକୁ ଅନୁମତି ଦେଉନାହାନ୍ତି। ଓଡ଼ିଶାରୁ ପଶ୍ଚିମବଙ୍ଗ ଯାଉଥିବା କୁକୁଡ଼ା, ଅଣ୍ଡା ଏବଂ କୁକୁଡ଼ା ଦାନା ଗାଡ଼ିକୁ ପଶ୍ଚିମବଙ୍ଗ ଭିତରକୁ ପ୍ରବେଶ ଅନୁମତି ମିଳୁନାହିଁ। ଗତ ଗୁରୁବାର ୧୦୦ରୁ ଅଧିକ ଅଣ୍ଡା ଗାଡି ଅଟକି ରହିଥିଲା। ୫୦ରୁ ଅଧିକ କୁକୁଡ଼ା ଗାଡି ପଶ୍ଚିମବଙ୍ଗ ଯାଇ ନପାରି ଫେରି ଯାଇଥିଲା। ଅଟକି ରହିଥିବା ସମସ୍ତ ଆନ୍ଧ୍ର ଏବଂ ତେଲେଙ୍ଗାନା ଅଣ୍ଡା ଆଡିକୁ ଛାଡ଼ି ଦିଆଯାଉଥିବା ବେଳେ ଓଡ଼ିଶା ନମ୍ବର ଥିବା ଗାଡ଼ିକୁ ଫେରାଇ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ...

ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ

ଭୁବନେଶ୍ୱର,୧୯।୯(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ...

ମୁହଁ ଖୋଲିଲେ ସୁଜିତ୍‌: ରାଜ୍ୟବାସୀଙ୍କ ସେବା ପାଇଁ…

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ...

ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ...

୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା

ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ...

ବିଜେଡିରେ ସଙ୍କଟ:ବହୁ କର୍ମକର୍ତ୍ତା ପଦ ଛାଡ଼ିଲେ

ଡେରାବିଶ,୧୯ା୯(ବେବର୍ତ୍ତା ଅଜୟ ଦାସ):ଗତ ନିର୍ବାଚନରେ ବିଜେଡି ବିଧାୟକ ଭାବେ ଅରବିନ୍ଦ ମହାପାତ୍ର ଜିତିବାର ୩ ମାସ ନ ବିତୁଣୁ ପ୍ରଥମେ ଡେରାବିଶ ବ୍ଲକ ବିଜେଡି ସଭାପତି...

ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ଘଟଣା:ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ

ଭୁବନେଶ୍ୱର,୧୯ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି ଅର୍ଥନୀତି ବିଭାଗର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାର ମାସକ ପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ବୁଧବାର ନିଲମ୍ବନ...

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri