ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସ୍ଥାନାନ୍ତର ହେଲେ ଡାଲମେ

ଦଶମନ୍ତପୁର,୩୧ା୧୨ (ଅରବିନ୍ଦ ନାୟକ)ଦୀର୍ଘ ୧୭ ବର୍ଷ କାଳ ଜୀବନ ଅତିବାହିତ କରୁଥିବା ଜଣେ ମସ୍ତିଷ୍କ ବିକୃତ ମହିଳା ଶନିବାର ଉଚ୍ଚତ୍ତର ଚିକିତ୍ସା ପାଇଁ କୋରାପୁଟକୁ ସ୍ଥାନାନ୍ତରିତହୋଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚାଉଳକନ୍ତି ଗ୍ରାମର ଏହି ମହିଳା ଜଣକ ହେଲେ ସିମନ କୁଲିସିକାଙ୍କ ସ୍ତ୍ରୀ ଡାଲମେ(୩୦)। ସେ ଦୀର୍ଘ ୩୦ ବର୍ଷ ତଳେ ଏହି ଗ୍ରାମରେ ବିବାହ କରିଥିଲେ। ବିବାହର ୮ ବର୍ଷ ପରେ ଏକ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ତାଙ୍କ ନାମ ଅଭି କୁଲିସିକା(୧୬)। ସେ ୧୭ ବର୍ଷ ହେଲା ଘର ପାର୍ଶ୍ୱରେ ଥିବା ଏକ ଗୁହାଳ ଘରେ ରହି ଆସୁଥିଲେ। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ସାମାଜିକ କର୍ମୀ ଦୀପା ବାରିକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟୁଇଟ୍‌ ଯୋଗେ ଜଣାଇଥିଲେ। ଏହା ପରେ ଡାଲମେଙ୍କୁ ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଉଚ୍ଚତର ଚିକିତ୍ସା ପାଇଁ ତାଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିବା ଡାକ୍ତର ଦିଗ ବିଜୟ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ଚାଷୀଙ୍କ ଧାରଣା

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ)ବିଦ୍ୟୁତ ସମସ୍ୟା ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ବୁଧବାର କୃଷକ ପରିବାର, ଭଟଲି ପକ୍ଷରୁ ସ୍ଥାନୀୟ ବିଦ୍ୟୁତ୍‌ କାର୍ଯ୍ୟାଳୟ...

୫୮ ନୂଆ ଶୀତଳଭଣ୍ଡାର

ଓଡ଼ିଶାରେ ଆବଶ୍ୟକ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ସଂରକ୍ଷଣ କରିପାରୁନାହାନ୍ତି। ଏଥିଯୋଗୁ ସେସବୁକୁ କମ୍‌ ଦାମରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅଭାବୀ...

ଅଙ୍ଗନଓ୍ବାଡି କର୍ମୀଙ୍କ ଟଙ୍କା ହଡ଼ପ, ଜିଲାପାଳଙ୍କୁ ଅଭିଯୋଗ

ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଝରାପାଲ୍ଲୀ ପଞ୍ଚାୟତ କନାଗୁଡା ଗ୍ରାମ ଅଙ୍ଗନଓ୍ବାଡି କର୍ମୀ ଶ୍ରୀତି ଢାଲି ଟଙ୍କା ହଡ଼ପ କରିବାରୁ ତାଙ୍କ ନାମରେ ଜିଲାପାଳଙ୍କ ନିକଟରେ...

ନକଲି ଡାକ୍ତର ଗିରଫ: ବିପୁଳ ପରିମାଣର ଔଷଧ ଜବତ

କୋରୁକୋଣ୍ଡା, ୧୯ା୩(ଶିବଦତ୍ତ ସାହୁ ): ମାଲକାନଗିରି ଜିଲା ଓର୍କେଲ ପୋଲିସ ବିନା ଲାଇସେନ୍ସରେ ଗ୍ରାମାଞ୍ଚଳରେ ରୋଗୀଙ୍କୁ ଚିକିତ୍ସା ଏବଂ ଔଷଧ ବିକ୍ରୀ ଘଟଣାରେ ଜଣେ ନକଲି...

ଯାତ୍ରା ପରେ ଲାଟିନ୍‌ରେ ଘୋଡ଼ାଗଲା ଠାକୁରଙ୍କ ବ୍ୟାନର

ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଫେବୃଆରୀ ୨୬ରେ ବିଭିନ୍ନ ଶୈବପୀଠରେ ଶିବରାତ୍ରି ପାଳନ କରାଯାଇଥିଲା। ଯାତ୍ରା ସରିବାର ୨ଦିନ ପରେ ଏହିସବୁ ସଂସ୍ଥା ନିଜ ନିଜର...

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଦିଲ୍ଲୀରେ ଏମ୍‌ପିଙ୍କୁ ଭେଟିଲା ନାଗରିକ ମଞ୍ଚ

କେସିଙ୍ଗା,୧୯ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ଦିଲ୍ଲୀ ଗସ୍ତ କରି ଲୋକ ସଭା ଓ...

ୟୁଟ୍ୟୁବର ତପି ମିଶ୍ର ଗିରଫ

ଭୁବନେଶ୍ୱର,୧୯ା୩: ୟୁଟ୍ୟୁବର ସରୋଜ ମିଶ୍ର(ତପି)ଙ୍କୁ ବୁଧବାର ଗିରଫ କରିଛି ପୋଲିସ। ତପି ସବୁବେଳେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ। ଏନେଇ ଅଭିଯୋଗ ହେବାରୁ ଇନ୍‌ଫୋସିଟି...

କୋରାପୁଟରେ ଫିଲ୍ମ ଶୁଟିଂ ପରେ ଫେରିଲେ ଏସ୍‌ଏସ୍‌ଏମ୍‌ବି-୨୯ ଟିମ୍‌

କୋରାପୁଟ,୧୯ା୩(ଅମିତାଭ ବେହେରା): ଦୀର୍ଘ ୧୫ଦିନ ରହଣି ପରେ କୋରାପୁଟରୁ ଫେରିଗଲେ ସାଉଥ ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲି। ଅଭିନେତା ମହେଶ ବାବୁ ଓ ବଲିଉଡ୍‌ର ଦେଶୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image