ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସ୍ଥାନାନ୍ତର ହେଲେ ଡାଲମେ

ଦଶମନ୍ତପୁର,୩୧ା୧୨ (ଅରବିନ୍ଦ ନାୟକ)ଦୀର୍ଘ ୧୭ ବର୍ଷ କାଳ ଜୀବନ ଅତିବାହିତ କରୁଥିବା ଜଣେ ମସ୍ତିଷ୍କ ବିକୃତ ମହିଳା ଶନିବାର ଉଚ୍ଚତ୍ତର ଚିକିତ୍ସା ପାଇଁ କୋରାପୁଟକୁ ସ୍ଥାନାନ୍ତରିତହୋଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚାଉଳକନ୍ତି ଗ୍ରାମର ଏହି ମହିଳା ଜଣକ ହେଲେ ସିମନ କୁଲିସିକାଙ୍କ ସ୍ତ୍ରୀ ଡାଲମେ(୩୦)। ସେ ଦୀର୍ଘ ୩୦ ବର୍ଷ ତଳେ ଏହି ଗ୍ରାମରେ ବିବାହ କରିଥିଲେ। ବିବାହର ୮ ବର୍ଷ ପରେ ଏକ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ତାଙ୍କ ନାମ ଅଭି କୁଲିସିକା(୧୬)। ସେ ୧୭ ବର୍ଷ ହେଲା ଘର ପାର୍ଶ୍ୱରେ ଥିବା ଏକ ଗୁହାଳ ଘରେ ରହି ଆସୁଥିଲେ। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ସାମାଜିକ କର୍ମୀ ଦୀପା ବାରିକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟୁଇଟ୍‌ ଯୋଗେ ଜଣାଇଥିଲେ। ଏହା ପରେ ଡାଲମେଙ୍କୁ ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଉଚ୍ଚତର ଚିକିତ୍ସା ପାଇଁ ତାଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିବା ଡାକ୍ତର ଦିଗ ବିଜୟ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ବୁଗୁଡ଼ା,୧ା୧୧(କାଳିଚରଣ ଦାଶ): ବୁଗୁଡା ବୁଦ୍ଧଖୋଲ ଛକସ୍ଥିତ ଏକ ବାଇକ୍‌ ଗ୍ୟାରେଜରେ ବିଦ୍ୟୁତ୍‌ ଆଘାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନ୍ତରପଡା ଗ୍ରାମର...

ଏଣିକି ବାରରେ ନଚାଇଲେ ପଡ଼ିବ ମହଙ୍ଗା: ରଦ୍ଦ ହେବ…

ଭୁବନେଶ୍ୱର,୧।୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ...

ଏହି ଦିନ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ

ଭୁବନେଶ୍ୱର,୧।୧୧: ଆସନ୍ତା ୬ ତାରିଖରେ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ଭାଜପା ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବେ। ଏ ନେଇ...

ଏବେ ନାହିଁ କୌଣସି ଲଘୁଚାପ: ୩ରୁ ୫ ତାରିଖ ଯାଏ ପାଗ ଶୁଖିଲା

ଭୁବନେଶ୍ୱର ,୧।୧୧: ଏବେ ନାହିଁ କୌଣସି ଲଘୁଚାପ। ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା...

ଆଇଏମଡି କଲା ଆଲର୍ଟ: ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧।୧୧: ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏନେଇ ଆଲର୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ପାଣିପାଗ ବିଭାଗନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ...

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ...

ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri