ଏଲ୍‌ଭିଶଙ୍କୁ ପଚରାଉଚରା ପରେ ଛାଡ଼ିଲା ପୋଲିସ

ଜୟପୁର,୪ା୧୧: ୟୁଟ୍ୟୁବର ତଥା ବିଗ୍‌ବସ୍‌ ସିଜନ-୨ ବିଜେତା ଏଲ୍‌ଭିଶ ଯାଦବଙ୍କୁ ରାଜସ୍ଥାନର କୋଟା ପୋଲିସ ପଚରାଉଚରା କରିବା ପରେ ଛାଡ଼ିଦେଇଛି। ପୋଲିସ କହିଛି, ଗାଡ଼ି ଯାଞ୍ଚ ବେଳେ ଏଲ୍‌ଭିଶଙ୍କୁ ପଚରାଉଚରା କରାଯାଇଥିଲା। ଏଲ୍‌ଭିଶଙ୍କ ବିଷୟରେ ଜାଣିବାକୁ ମିଳିଥିଲା ଯେ, ନୋଏଡାଠାରେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଏହା ପରେ ନୋଏଡା ପୋଲିସକୁ ଖବର ଦିଅଯାଇଥିଲା। ବର୍ତ୍ତମାନ ତଦନ୍ତ ଚାଲିଥିବାରୁ ସେ ବିଷୟରେ ଅଧିକ କିଛି କହିବାକୁ ପୋଲିସ ମନା କରିଛି।

ସୂଚନାଯୋଗ୍ୟ, ୟୁଟ୍ୟୁବର୍‌ ଏକ ରେଭ୍‌ ପାର୍ଟିରେ ସାପ ବିଷ ଯୋଗାଉଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ...

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri