Posted inରାଜ୍ୟ

ଦିଲ୍ଲୀରୁ ଫେରି ବଡ଼ ବୟାନ ଦେଲେ ମନମୋହନ,କହିଲେ….

ଭୁବନେଶ୍ୱର,୨୭।୭: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଶନିବାର ଦିଲ୍ଲୀରୁ ଭୁବନେଶ୍ୱର ଫେରିଛନ୍ତି ।ଦିଲ୍ଲୀରୁ ଫେରି ଗଣମାଧ୍ୟମକୁ ସେ ତାଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ସଡ଼କ ପରିବହନ ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ କ’ଣ କରାଯାଇପାରିବ ସେ ନେଇ ଆଲୋଚନା ହୋଇଛି। କୋଷ୍ଟାଲ ହାଇଓ୍ବେ, ଭୁବନେଶ୍ୱର ରିଂ ରୋଡ୍‌ ଅନୁମତି ମିଳିଛି। ସାଇକ୍ଲୋନ, ସୁନାମୀ ପ୍ରୋଟେକ୍ସନ ଓ୍ବାଲପାଇଁ ମଧ୍ୟ ଆଲୋଚନା ହୋଇଥିବା ସେ କହିଛନ୍ତି।
ଅନ୍ୟପକ୍ଷେ ଖୋର୍ଦ୍ଧା ଟାଙ୍ଗୀରୁ କଟକ ଟାଙ୍ଗୀ ବାଇପାସ୍‌ ରୋଡ୍‌କୁ ଅନୁମତି ମିଳିଛି। ସେହିପରି ଜାମଝାଡ଼ି-ଧାମରା ୪ ଥାକିଆ ରାସ୍ତାକୁ ଅନୁମତି ମିଳିଛି। ପୋଲାଭରମ ପ୍ରକଳ୍ପ ନେଇ ମଧ୍ୟ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri