Posted inଜାତୀୟ

ଆରଜି କର ପରେ କୋଲକାତାର ଆଉ ଏକ କଲେଜରେ ତେଜିଲା ବିବାଦ, ମମତାଙ୍କ ନାଁରେ ଆସିଲା ସାଙ୍ଘାତିକ ଅଭିଯୋଗ

କୋଲକାତା,୨୫।୮: ଆରଜି କର ମାମଲାକୁ ନେଇ ମମତା ସରକାର ବିବାଦରେ ଅଛନ୍ତି। ଏବେ କୋଲକାତାର ଅନ୍ୟ ମେଡିକାଲ କଲେଜଗୁଡିକ ମଧ୍ୟ ମମତାଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। କୋଲକାତା ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ଛାତ୍ର ଦାବି କରିଛନ୍ତି କି, ତାଙ୍କୁ ଟିଏମସିରେ ଯୋଗ ଦେବାକୁ ଚାପ ପକା ଯାଉଥିଲା। ଛାତ୍ରଜଣକ ନିଜ ଅଭିଯୋଗରେ ୪ଜଣ ପ୍ରଫେସରଙ୍କ ନାଁ କହିବା ସହ ବିଶ୍ୱବିଦ୍ୟାଳୟର ଏକାଡେମିକ ହେଡ୍‌ଙ୍କୁ ନେଇ ମଧ୍ୟ ସାଂଘାତିକ ଅଭିଯୋଗ କରିଛନ୍ତି। ଏକାଡେମିକ୍‌ ମୁଖ୍ୟ ୪ ପ୍ରଫେସରଙ୍କ ଦୋଷ ଲୁଚାଇବାକୁ ଚେଷ୍ଟା କରିଛନ୍ତି। ତେବେ ଛାତ୍ରଙ୍କ ଅଭିଯୋଗ ପରେ ମେଡିକାଲ କଲେଜର ମୁଖ୍ୟଙ୍କୁ ହଟାଇ ଦିଆଯଇଛି।

ରିପୋର୍ଟ ଅନୁସାରେ,ଛାତ୍ରଙ୍କୁ ଟିଏମସିରେ ଯୋଗ ଦେବା ପାଇଁ ଚାପ ପକାଯାଇଛି। ଦଳରେ ଯୋଗ ନ ଦେଲେ ତାଙ୍କୁ ହଷ୍ଟେଲରେ ରହିବାକୁ ମିଳିବ ନାହିଁ ବୋଲି ମଧ୍ୟ ଧମକ ଦିଆଯାଇଥିଲା। ସୂଚନା ମିଳିଛି କି, କଲେଜର ୪ଜଣ ପ୍ରଫେସର ମେଡିକାଲ ଛାତ୍ରଙ୍କୁ ଧମକ ଦେଇଥିଲେ କି, କଥା ନ ମାନିଲେ ତାଙ୍କୁ ଫେଲ୍‌ କରାଯିବ। ଟିଏମସିରେ ସାମିଲ୍‌ ହେଲେ ତାଙ୍କୁ ଲାଭ ମିଳିବ।

ତେବେ ଏହାକୁ ନେଇ ମେଡିକାଲ ଛାତ୍ରଜଣକ ଏକାଡେମିକ ମୁଖ୍ୟଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ତାଙ୍କ ଅଭିଯୋଗନୁସାରେ ଯାଞ୍ଚ କମିଟି ଗଠନ କରାଯାଇଛି। ମାମଲାକୁ ଆଧାର କରି କଲେଜ ପରିଷଦ ଏକାଡେମିକ ମୁଖ୍ୟଙ୍କୁ ତାଙ୍କ ପଦରୁ ହଟାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ

ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ...

IPL 2025 ମଧ୍ୟରେ CSKର ଏହି ଖେଳାଳିଙ୍କ ପିତାଙ୍କ ମୃତ୍ୟୁ, ଭାଙ୍ଗିପଡିଲେ…

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025ର ୩୮ତମ ମ୍ୟାଚରେ, ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗସକୁ ୯ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯେତେବେଳେ...

ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ନରମିଲେ Russia ରାଷ୍ଟ୍ରପତି ପୁଟିନ

ମସ୍କୋ,୨୨।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଇରାନ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ସହଭାଗୀତା ଚୁକ୍ତିକୁ ଅନୁମୋଦନ କରିଛନ୍ତି। ପୂର୍ବରୁ, Russia ସଂସଦ ଏହି...

ବଢୁଛି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ, ଟ୍ରମ୍ପ ସରକାରଙ୍କ ମଧ୍ୟରେ ବିବାଦ

ଓ୍ବାଶିଂଟନ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟ୍ରମ୍ପ ପ୍ରଶାସନ ହାର୍ଭାର୍ଡକୁ ୨.୨ ବିଲିୟନ ଡଲାରର ପାଣ୍ଠି...

ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…

ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି।...

Pop Francis Death: ଫ୍ରାନ୍ସିସଙ୍କ ପରଲୋକରେ ଭାରତରେ ୩ ଦିନିଆ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୨।୪: ପୋପ ଫ୍ରାନ୍ସିସଙ୍କ ଦେହାନ୍ତରେ ଭାରତ ସରକାର ସୋମବାର ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସୋମବାର Pop Francisଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ...

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ...

କାହିଁକି ନନ ଭେଜ ଛାଡିଛନ୍ତି JD Vance? ନାହିଁ ତ ଇଣ୍ଡିଆ କନେକ୍ସନ

ନୂଆଦିଲ୍ଲୀ,୨୨।୪: ସୋମବାର (୨୧ ଏପ୍ରିଲ, ୨୦୨୫) ସକାଳେ, ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ବିମାନ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଥିଲା, ଯେଉଁଠାରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image