୩୦ବର୍ଷ ଦେଶ ସେବା କରି ଜନ୍ମମାଟିକୁ ଫେରିଲେ ସୈନିକ

କୋଲାବିରା,୫ା୩(ଚିନ୍ମୟ କୁମାର ବହିଦାର): ୩୦ବର୍ଷ ଧରି ଜଣେ ସୈନିକ ଭାବେ ଦେଶମାତୃକାର ସେବାରେ ନିଜକୁ ନିୟୋଜିତ କରି କୋଲାବିରା ବ୍ଲକ ସନ୍ୟାସିପାଲି ଗ୍ରାମର ଛବିଳ କୁମାର ବାଗ୍‌ ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି। ସୁବେଦାର ବାଗ୍‌ ଶ୍ରୀନଗରରୁ ଫେରିବା ପରେ ଦୁଲଦୁଲି ବାଦ୍ୟ ସହିତ ଏକ ଶୋଭାଯାତ୍ରାରେ ଘର ପର୍ଯ୍ୟନ୍ତ ତାଙ୍କୁ ପାଛୋଟି ନିଆଯାଇଥିଲା।

ଛବିଳ ୨୫ ଫେବୃଆରୀ ୧୯୯୪ରେ ସେନା ବିଭାଗରେ ଜଣେ ସାଧାରଣ ସିପାହି ଭାବେ ଯୋଗଦେଇଥିଲେ। କଠିନ ପରିଶ୍ରମ ବଳରେ ଅବସର ସମୟ ପର୍ଯ୍ୟନ୍ତ ତାଙ୍କର ସୁବେଦାର ପଦ ପର୍ଯ୍ୟନ୍ତ ପଦୋନ୍ନତି ହୋଇଥିଲା। ଚାକିରି କାଳର ଶେଷ ପର୍ଯ୍ୟାୟରେ ସେ କଶ୍ମୀର ଘାଟିର ବିଭିନ୍ନ ସ୍ଥାନରେ ଦୀର୍ଘ ୧୦ ବର୍ଷ ଧରି କାର୍ଯ୍ୟ ସମ୍ପାଦନ କରି ୩୪ ରାଷ୍ଟ୍ରୀୟ ରାଇଫଲ୍ସ ବାଟାଲିୟନରୁ ଅବସର ଗ୍ରହଣ କରିଛନ୍ତି। କୋଲାବିରା ଅଞ୍ଚଳର ଜନସାଧାରଣ, ପୋଲିସ ତଥା ପ୍ରାକ୍ତନ ସୈନିକ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ...

ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍‌. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ...

ଐଶ୍ୱାନେଶ୍ୱର ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି, ଠାକୁରଙ୍କ ଉତ୍ସବ ପାଳନ ପାଇଁ ଆର୍ଥିକ ସଙ୍କଟ ଆଶଙ୍କା

ନିରାକାରପୁର, ୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଭୂଷଣ୍ଡପୁର ଅଞ୍ଚଳର ଇଷ୍ଟଦେବ ଶ୍ରୀ ଐଶ୍ୱାନେଶ୍ୱର ଦେବଙ୍କ ମନ୍ଦିର ହୁଣ୍ଡି ଭାଙ୍ଗି କେହି ଦୁର୍ବୁତ୍ତ ଚୋରି କରିଥିବା ଜଣାପଡିଛି। ଏନେଇ...

ମଣ୍ଡିରେ ଚାଷୀ ଠକେଇର ଶିକାର ହେଲେ ହେବ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୩ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଦୁଲିପଲ୍ଲୀ ମଣ୍ଡିରେ ଶୁକ୍ରବାର ଧାନକିଣା ଶୁଭାରମ୍ଭ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି...

ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ

ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା...

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ ଭାଇଚାରା, ଶାନ୍ତି ସଦ୍‌ଭାବନା ପାଇଁ ନିଆରା ପ୍ରୟାସ

ଦାରିଙ୍ଗବାଡି,୩।୧ (ଅରୁଣ ସାହୁ ): କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ନୂତନ ବର୍ଷରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ...

ରାଜକୋଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା/ରିଷିଡ଼ା,୩।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କାମଧନ୍ଦା ନ ପାଇ ରାଜକୋଟକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ଅଭିଯୋଗ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଧୂଷୁରୀ,୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ହସନାବାଦ ପଞ୍ଚାୟତ ବନବାଗ ଗ୍ରାମରେ ଶୁକ୍ରବାର ଏକ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଭରତ ଦାସ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri