Union Budget 2025:କିଛି ସମୟ ପରେ ଖୋଲିବ ବଜେଟ୍‌ ପେଡି: ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଲେ ନିର୍ମଳା ସୀତାରାମନ୍‌

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଛନ୍ତି। ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଅଛନ୍ତି।
କେନ୍ଦ୍ର ଅର୍ଥମନ୍ତ୍ରୀ ଆଜି ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଗରିବ ଓ ମଧ୍ୟବିତ୍ତ ଶ୍ରେଣୀ ପାଇଁ ବଜେଟରେ ବ୍ୟବସ୍ଥା ରହିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ଏହି ୨ ବର୍ଗଙ୍କ ପାଇଁ ଧନର ଦେବୀ ଲକ୍ଷ୍ମୀ ଉଦାର ହେବା ପାଇଁ ସେ ପ୍ରାର୍ଥନା କରିଛନ୍ତି। ସରକାରଙ୍କ ସମାନତା ସହ ଆର୍ଥତ୍କ ଅଭିବୃଦ୍ଧି ନୀତି କାଏମ ରହିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫେରିଲା Cold (Drink) War, ICC ଚାମ୍ପିଅନ୍ସ ଟ୍ରଫିରେ ହେଲେ ମୁହାଁମୁହିଁ

ନୂଆଦିଲ୍ଲୀ,୫।୩:ଦୀର୍ଘବର୍ଷ ଧରି ଜାରି ରହିଥିବା କୋଲ୍ଡ ଡ୍ରିଙ୍କ୍‌ ଓ୍ବାର ଚଳିତ ବର୍ଷ ବିଜ୍ଞାପନ ଯୁଦ୍ଧରେ ପରିଣତ ହୋଇଛି। କୋକା-କୋଲା ଏବଂ ପେପ୍ସିକୋ ମଧ୍ୟରେ ଦୀର୍ଘକାଳୀନ ପ୍ରତିଦ୍ୱନ୍ଦ୍ୱିତା...

ଅଡ଼ୁଆରେ ଅବୁ ଅସୀମ ଆଜମୀଙ୍କ ପରିବାର, ସମର୍ଥନରେ ବାହାରିଲେ ବୋହୂ ଆୟେଶା ଟାକିଆ

ଲକ୍ଷ୍ନୌ,୫।୩: ମୋଗଲ ସମ୍ରାଟ ଔରଙ୍ଗଜେବଙ୍କ ପ୍ରଶଂସାରେ ବୟାନ ଦେଇଥିବା ସମାଜବାଦୀ ପାର୍ଟି(SP) ବିଧାୟକ ଆବୁ ଅସୀମ ଆଜମୀଙ୍କ ଅଡ଼ୁଆ କମ୍‌ ହେବାର ନାଁ ନେଉନାହିଁ। ଏହାପରଠାରୁ...

ସମନ ସତ୍ତ୍ୱେ ହାଜର ହେଉ ନାହାନ୍ତି ରାହୁଲ ଗାନ୍ଧୀ, ଚେତାବନୀ ଦେଇ ଜରିମାନା ଲଗାଇଲେ ଲକ୍ଷ୍ନୌ କୋର୍ଟ

ଲକ୍ଷ୍ନୌ,୫।୩: ବୀର ସାଭରକରଙ୍କ ଉପରେ ମନ୍ତବ୍ୟ ଦେବା ପାଇଁ ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ କୋର୍ଟ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ...

ନୂତନ ଆୟକର ବିଲ୍: ଇମେଲ୍, ସୋସିଆଲ୍ ମିଡିଆ ଯାଞ୍ଚ କରିବେ ଅଧିକାରୀ!

ନୂଆଦିଲ୍ଲୀ,୫।୩: ନୂତନ ଆୟକର ବିଲ୍ ସମ୍ପ୍ରତି ଖବରରେ ରହିଛି, ତେବେ ଏହା କରଦାତାମାନେ ଆଶା କରୁଥିବା କାରଣ ପାଇଁ ନୁହେଁ। ସରକାର କହିଛନ୍ତି ଯେ ଏହା...

ଉତ୍ତରାଖଣ୍ଡକୁ ବଡ଼ ଉପହାର: କେଦାରନାଥରେ ହେବ ରୋପୱେ

ନୂଆଦିଲ୍ଲୀ,୫ା୩: ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଉତ୍ତରାଖଣ୍ଡକୁ ଏକ ବଡ଼ ଉପହାର ମିଳିଛି। କେନ୍ଦ୍ରର ମୋଦି ସରକାର ଉତ୍ତରାଖଣ୍ଡର କେଦାରନାଥ ଧାମ ପାଇଁ ରୋପୱେ ପ୍ରକଳ୍ପକୁ...

ସୁନାଦରକୁ ନେଇ କେନ୍ଦ୍ର ସରକାରଙ୍କ ବଡ ଘୋଷଣା! ଏତେ ଟଙ୍କା କମାଇଦେଲେ…

ନୂଆଦିଲ୍ଲୀ,୫।୩: ସୁନାଦରକୁ ନେଇ କେନ୍ଦ୍ର ସରକାରଙ୍କ ବଡ ଘୋଷଣା! କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ନିକଟରେ ସରକାର ସୁନା ଓ ରୂପା ଉପରେ...

ଏଣିକି ମୃତବ୍ୟକ୍ତିଙ୍କ Insuranceରେ କେବଳ ନୋମିନିଙ୍କୁ ମିଳିବନି ଲାଭ! କୋର୍ଟ ଦେଲେ ବଡ଼ ରାୟ

ନୂଆଦିଲ୍ଲୀ,୫।୩: ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, କର୍ନାଟକ ହାଇକୋର୍ଟ କହିଛନ୍ତି ଯେ ଯଦି ପଲିସିଧାରୀଙ୍କ ଆଇନଗତ ଉତ୍ତରାଧିକାରୀମାନେ ଦାବି କରନ୍ତି, ତେବେ ବୀମା ପଲିସିରେ ନାମିତ ବ୍ୟକ୍ତିଙ୍କର...

ବିଜୁ ପଟ୍ଟନାୟକଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image