Posted inଜାତୀୟ

ନାମାଙ୍କନ ଦାଖଲ କଲେ କଙ୍ଗନା, ବିକ୍ରମାଦିତ୍ୟ ସିଂଙ୍କ ସହ ହେବ ମୁକାବିଲା

ମଣ୍ଡି,୧୪।୫: ଭାଜପା ପ୍ରାର୍ଥୀ କଙ୍ଗନା ରାନାୱତ ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଙ୍ଗଳବାର କଙ୍ଗନା ରାଣାଓ୍ବତ ଡେପୁଟି କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚି ଫର୍ମ ଦାଖଲ କରିଥିଲେ। ଏହି ସମୟରେ ହିମାଚଳ ବିଧାନସଭାରେ ବିରୋଧୀ ଦଳର ନେତା ଜୟରାମ ଠାକୁର ମଧ୍ୟ ଉପସ୍ଥିତ ଥିଲେ। ଏହାପୂର୍ବରୁ କଙ୍ଗନା ରାନାୱତ ମଧ୍ୟ ଏକ ରୋଡ ସୋ କରିଥିଲେ। ଏହି ଆସନରେ ତାଙ୍କର ପ୍ରତିଯୋଗିତା ହେଉଛି କଂଗ୍ରେସର ବିକ୍ରମାଦିତ୍ୟ ସିଂଙ୍କ ସହ।
ନାମାଙ୍କନ ଦାଖଲ କରିବା ପୂର୍ବରୁ କଙ୍ଗନା ରାନାୱତ କହିଛନ୍ତି, ଆମର ସୌଭାଗ୍ୟ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ କାଶୀରୁ ନାମାଙ୍କନ ଦାଖଲ କରୁଛନ୍ତି ଏବଂ ମୁଁ ଛୋଟି କାଶୀରୁ ଆସିଛି। ଏହା ମଧ୍ୟ ଭାରତର ସୌଭାଗ୍ୟ ଯେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ମୁଁ ଅନେକଥର ନାମାଙ୍କନପତ୍ର ଦାଖଲ କରିବାର ସୁଯୋଗ ପାଇବାକୁ ଚାହୁଁଛି। ସେ କହିଛନ୍ତି ଯେ ମଣ୍ଡିର ଜନତା ଏବଂ ମୋ ପ୍ରତି ଥିବା ସେମାନଙ୍କ ଭଲପାଇବା ମୋତେ ଏଠାକୁ ଆଣିଛି। ଆମ ଦେଶରେ ମହିଳାମାନେ ପ୍ରତ୍ୟେକ କ୍ଷେତ୍ରରେ ନାଁ କରୁଛନ୍ତି। ଆଜି ମଣ୍ଡିର ମହିଳାମାନେ ସେନା, ଶିକ୍ଷା ଏବଂ ରାଜନୀତି କ୍ଷେତ୍ରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri