Posted inଜାତୀୟ

ଗିରଫ ପୂର୍ବରୁ ପାର୍ଥଙ୍କ ଫୋନ ଉଠାଇଲେ ନାହିଁ ମମତା

କୋଲକାତା,୨୫ ।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରେ ଚଢାଉ କରିଥିଲେ । ସେଠାରୁ ଇଡିକୁ ୨୦ କୋଟିରୁ ଅଧିକ ଟଙ୍କା ମିଳିଥିଲା । ଏହା ବ୍ୟତୀତ ଏମିତି କିଛି କାଗଜ ପତ୍ର ମିଳିଲା ଯେଉଁଥିରେ ବେଆଇନ କାରବାରର ପ୍ରମାଣ ରହିଛି । ଗୁରୂତ୍ୱପର୍ଣ୍ଣ କଥା ହେଲା ଅର୍ପିତା ଇଡିର ଅଧିକାରୀମାନଙ୍କ୍‌ୁ ଜବତ ଟଙ୍କା ସମ୍ପର୍କିତ ସଠିକ୍ ତଥ୍ୟ ଦେଇପାରି ନ ଥିଲେ । ଇଡି କହିଛି ଏହି ମାମଲାର ସିଧାସଳଖ ସମ୍ପର୍କ ପାର୍ଥ ଚାଟାର୍ଜୀଙ୍କ ସହ ରହିଛି । ଏହାପରେ ମମତା ସରକାରଙ୍କ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଇଡି ଗିରଫ କରିଛି । ଏହି ଗିରଫ ପୂର୍ବରୁ ପାର୍ଥ ଚାଟାର୍ଜୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୪ ଥର ଫୋନ କରିଥିଲେ, ହେଲେ ମମତା ଗୋଟିଏ ଥର ବି ତାଙ୍କ ଫୋନ ଉଠାଇ ନ ଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ

ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ...

ସୂଚନା କମିଶନ ପଦବୀ ୪ ସପ୍ତାହରେ ପୂରଣକର: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ...

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି।...

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri