Posted inଜାତୀୟ

ଅଟକ ପରେ ଅନଶନରେ ବସିଲେ ଶର୍ମିଲା

ହାଇଦ୍ରାବାଦ,୧୦ା୧୨: ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଓ୍ବାଇଏସ୍‌ ଶର୍ମିଲାଙ୍କୁ ଶୁକ୍ରବାର ପୋଲିସ ଅଟକ ରଖିବା ପରେ ସେ ଅନଶନରେ ବସିବା ସହ ରାଜ୍ୟରେ ଗଣତନ୍ତ୍ରର ସୁରକ୍ଷା ପାଇଁ ଦାବି କରିଛନ୍ତି। ଓ୍ବାରାଙ୍ଗଲ୍‌ ପୋଲିସ ତାଙ୍କୁ ପଦଯାତ୍ରା ପାଇଁ ଅନୁମତି ନ ଦେବାରୁ ଶର୍ମିଲା ଟ୍ୟାଙ୍କ୍‌ ବୁନ୍ଦ୍‌ ଆମ୍ବେଡ୍‌କର ପ୍ରତିମୂର୍ତ୍ତି ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେ ହିଂସାକୁ ଉସୁକାଉଥିବା ଅଭିଯୋଗ ଆଣି ପୋଲିସ ତାଙ୍କୁ ଅଟକ ରଖିଥିଲା। ଶର୍ମିଲା ଅନଶନରେ ବସିବା ସହ ତାଙ୍କୁ ପଦଯାତ୍ରା ନିମନ୍ତେ ଅନୁମତି ଦେବାକୁ ଦାବି କରିଛନ୍ତି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ତାଙ୍କ ପଦଯାତ୍ରାକୁ ବନ୍ଦ କରିବା ଲାଗି ସମସ୍ତ ଉଦ୍ୟମ ଚଳାଇଛନ୍ତି। ତାଙ୍କ ବସ୍‌କୁ ଜାଳିଦିଆଯିବା ସହ ଦଳୀୟ କର୍ମୀମାନଙ୍କୁ ମାଡ଼ ମରାଗଲା ବୋଲି ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ନେତ୍ରୀ କହିଛନ୍ତି। ପଦଯାତ୍ରା ଲାଗି ଅଦାଲତ ଅନୁମତି ଦେବା ସତ୍ତ୍ୱେ ତାଙ୍କୁ ପୋଲିସ ଛାଡ଼ୁ ନ ଥିବା ଶର୍ମିଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବଡ଼ ଦୁର୍ଘଟଣା: ବୁଲେଟ୍‌ ଟ୍ରେନ୍‌ ପାଇଁ ନିର୍ମାଣ ହେଉଥିବା ବ୍ରିଜ୍‌ ଭୁଶୁଡ଼ିଲା, ଫସି ରହିଛନ୍ତି ୪ ଶ୍ରମିକ

ଗାନ୍ଧିନଗର,୫।୧୧: ଗୁଜରାଟରେ ନିର୍ମାଣାଧୀନ ବୁଲେଟ୍‌ ଟ୍ରେନ୍‌ ପ୍ରକଳ୍ପରେ ବଡ଼ ଦୁର୍ଘଟଣା ଘଟିଛି। ଭାସାଦ ନିକଟରେ ନିର୍ମାଣାଧୀନ ବ୍ରିଜର ଏକ ଅଂଶ ଭୁଶୁଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ...

ଓଡ଼ିଆଣୀ ବେଶରେ କମଲା, ପ୍ରଚାରବେଳେ ତଳେ ବସି ଖାଇଲେ ଟ୍ରମ୍ପ! ଦେଖନ୍ତୁ ଭାଇରାଲ ଫଟୋ

ନୂଆଦିଲ୍ଲୀ,୫।୧୧: ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ତେବେ ରାଷ୍ଟ୍ରପତି କିଏ ହେବ ଏନେଇ ସାରା ବିଶ୍ୱର ନଜର ରହିଛି। ସେଠାରେ ଡୋନାଲ୍ଡ ଟ୍ରମ୍ପ...

ଝାଡଖଣ୍ଡରେ ଓଡ଼ିଶା ଫମୂର୍ଲା ପକାଇଲା ଭାଜପା, ଚମ୍ପାଇ-ମାରାଣ୍ଡି ଆଉଟ୍‌…

ରାଞ୍ଚି,୫।୧୧: ଝାଡଖଣ୍ଡରେ ଭୋଟ ତାରିଖ ପାଖେଇ ଆସୁଥିବାବେଳେ ଭାଜପା ଏହାର ରଣନୀତିରେ ଏକ ବଡ଼ ପରିବର୍ତ୍ତନ କରିଛି। ଚମ୍ପାଇ ସୋରେନଙ୍କ ପରେ ବର୍ତ୍ତମାନ ଅର୍ଜୁନ ମୁଣ୍ଡା...

୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୫।୧୧: ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ...

ଭୁଲ ତଥ୍ୟ ଦେଉଛି ଉଇକିପିଡିଆ, ସରକାର ଦେଲେ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୧୧: ଭୁଲ ତଥ୍ୟ ତଥା ସୂଚନା ଦେଉଛି Wikipedia। ଏଭଳି ଏକାଧିକ ଅଭିଯୋଗ ଆସିବା ପରେ ଉଇକିପିଡ଼ିଆ ଉପରେ ବର୍ଷିଛନ୍ତି କେନ୍ଦ୍ର ସରକାର। ଏଥିସହ ତାକୁ...

ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ଲକ୍ଷ୍ନୌ,୫।୧୧: ସୋମବାରଠାରୁ ଉତ୍ତର ପ୍ରଦେଶ ବାଙ୍କେ ବିହାରୀ ମନ୍ଦିରକୁ ନେଇ ଆଲୋଚନା ଚାଲିଛି। ମନ୍ଦିରର ଏକ ଭିଡିଓ ସାମ୍ନାକୁ ଆସିଥିଲା ଯେଉଁଥିରେ ଭକ୍ତମାନେ ହାତୀ ମୁହଁରୁ...

ଲରେନ୍ସ ବିଷ୍ଣୋଇଙ୍କ ଫଟୋ ଥାଇ ଟି-ସାର୍ଟ ବିକି ଫସିଲା ମିଶୋ

ନୂଆଦିଲ୍ଲୀ,୫।୧୧: ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମ ବର୍ତ୍ତମାନ ଖବରରେ ଅଛି। ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ...

ରାଜନୀତିରୁ ସନ୍ୟାସ ନେବେ ଶରଦ ପାଓ୍ବାର! ବଡ଼ ସୂଚନା ଦେଇ କହିଲେ…

ମୁମ୍ବାଇ,୫।୧୧: ବିଧାନସଭା ନିର୍ବାଚନ ପାଇଁ ମହାରାଷ୍ଟ୍ରର ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଏହି ସମୟରେ ଏନସିପି ନେତା ଶରଦ ପାୱାର ରାଜନୀତିରୁ ଅବସରକୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri