ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟେକ୍ତ ଲୋକେ ଜାଳିଦେଲେ ହାଇଓ୍ବା

ଜୟପୁର,୮ା୩: କୋରାପୁଟ ଜିଲା ଜୟପୁର ସ୍ଥିତ ଭିଜିଲାନ୍ସ ଅଫିସ ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଛି। ଉତ୍ତ୍ୟେକ୍ତ ଲୋକେ ହାଇଓ୍ବା ଗାଡି ଡ୍ରାଇଭରଙ୍କ ଧରି ନିସ୍ତୁକ ମାଡ଼ କରିଛନ୍ତି। ଫଳରେ ସେ ଅଚେତ ହୋଇପଡିଥିଲେ। ଏପରିକି ଲୋକେ ହାଇଓ୍ବାରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡି ମୋଟର ଅଟକି ରହିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଥିବା ବେଳେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲୁଛି ଗୋଠ ଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri