ପୁଣି ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଡ୍ରାଇଭର

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୋମବାର ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ଇଡି କାର୍ଯ୍ୟାଳୟରେ ପୁଣି ହାଜର ହୋଇଛନ୍ତି। ଅର୍ଚ୍ଚନାଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ ତାଙ୍କୁ ପଚରାଉଚରା କରୁଛି। ଏହା ପୂର୍ବରୁ ମଧ୍ୟ ଦିନ ଚନ୍ଦନଙ୍କୁ ଇଡି ଅଧିକାରୀମାନେ ଭୁବନେଶ୍ୱରରେ ଥିବା କାର୍ଯ୍ୟାଳୟକୁ ଡାକି ପଚରାଉଚରା କରିଥିଲେ।

Share