ପୁଣି ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୨ା୩: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କର ମହାସ୍ନାନ ହୋଇଛି।

ବିଧି ଅନୁଯାୟୀ, ଭିତରକାଠ ନିକଟରେ ରକ୍ତର ଛିଟା ପଡ଼ିଲେ ମହାପ୍ରଭୁଙ୍କର ମହାସ୍ନାନ ହୋଇଥାଏ। ଏଣୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ବର୍ତ୍ତମାନ ମହାସ୍ନାନ ନୀତି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳିଆ ହତ୍ୟା ଘଟଣାରେ ୪ ଗିରଫ

ନୂଆପଡ଼ା,୨୪ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା ଖଡିଆଳ ଥାନା କିକିରିବେଡା ଗାଁର ବୃଦ୍ଧ କାଳିଆ ମାଝି (୭୦) ହତ୍ୟା ଘଟଣାରେ ପୋଲିସ ସୋମବାର ୪ ଅଭିଯୁକ୍ତଙ୍କୁ...

ଭାଜପାରେ ମିଶିବାକୁ ନେଇ ହେଉଥିଲା ଜୋର୍‌ଦାର ଚର୍ଚ୍ଚା: ମୁଁ ବିଜେଡିରେ ଅଛି…

ଦେଓଗାଁ,୨୪ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ୍‌ ଅଧ୍ୟକ୍ଷ ଦୟାନିଧି ଖମାରୀ ଭାଜପାରେ ମିଶିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏନେଇ...

ବୈଜ୍ଞାନିକ ମନୋବୃତ୍ତି ଦୃଢିକରଣ ନେଇ ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ:୩୯୦ ଛାତ୍ରୀଛାତ୍ର ବୁଲିଲେ …

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ମନୋବୃତ୍ତି ଦୃଢିକରଣ...

ଅଙ୍ଗନବାଡ଼ି ଛତୁଆ ଖାଇ ଦୁଇ ଭଉଣୀ ମୃତ୍ୟୁ ମାମଲା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଗଜପତି,୨୪।୩(ଗିରିଧାରୀ ପରିଛା): ରବିବାର ଗଜପତି ଜିଲା ରାମଗିରି ଠାରେ ଛତୁଆ ଖାଇ ଗୋଟିଏ ପରିବାରର ଦୁଇ ଶିଶୁ ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ବ୍ରହ୍ମପୁର...

ସିପିଆଇର ଶାଖା ସମ୍ମିଳନୀ, ବିଭିନ୍ନ ସମସ୍ୟା ନେଇ …

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇ ଶାଖା ସମ୍ମିଳନୀ ଅନୁଷ୍ଠିତ...

ନାଚ ଚାଲିଥିବା ବେଳେ କଳାକାର ଅସୁସ୍ଥ: ମେଡିକାଲରେ ମୃତ୍ୟୁ

ବାଲିଗୁଡା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କେ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ରାମାୟଣ ନାଟକ ଚାଲିଥିବା ବେଳେ ମଞ୍ଚରେ କଳାକାରଙ୍କ ଉଡ଼ିଗଲା...

ହତ୍ୟାକାରୀଙ୍କୁ ୭ବର୍ଷ ଜେଲ

କେନ୍ଦୁଝର,୨୪।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ହତ୍ୟା ମାମଲାରେ ବିଚାର କରି କେନ୍ଦୁଝର ଏଡିଜେ ମମିତା ଦାସ ଦୈତାରୀ ଗ୍ରାମର ଅଭିଯୁକ୍ତ ସୁନାରାମ ମାଝୀ(୩୫)ଙ୍କୁ ୭ବର୍ଷ ସଶ୍ରମ...

ମାଁ ମାଣିକେଶ୍ବରୀଙ୍କ ଭବ୍ୟ ମନ୍ଦିର ରତ୍ନମୂଦ ଉତ୍ସବ: ଗ୍ରାମବାସୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ

ଥୁଆମୂଳ ରାମପୁର,୨୪।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ତଥା ଥୁଆମୂଳ ରାମପୁର ସ୍ଥିତ ମାଁ ମାଣିକେଶ୍ବରୀଙ୍କ ମୁଖ୍ୟ ତାନ୍ତ୍ରିକ ପୀଠର ନୂତନ ଭବ୍ୟ ମନ୍ଦିର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image