ମିଷ୍ଟ୍ରିୟସ ଗାର୍ଲଫ୍ରେଣ୍ଡଙ୍କ ସହ ବାର୍ଥ ଡେ ପାଳନ କଲେ ଅମିତାଭ ବଚ୍ଚନଙ୍କ ନାତି, ଭିଡିଓ ଭାଇରାଲ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାତି ଓ ଶ୍ୱେତା ବଚ୍ଚନଙ୍କ ପୁଅ ଅଗସ୍ତ ନନ୍ଦା ନିଜ ଅପକମିଗଂ ଫିଲ୍ମ ଦି ଆଚିର୍ଜ ପାଇଁ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ଫଇଲ୍ମରୁ ଅଗସ୍ତ ବଲିଉଡରେ ଡେବ୍ୟୁ sକରିବାକୁ ଯାଉଛନ୍ତି। ତାଙ୍କ ସହ ଶାହାରୁଖ ଖାନଙ୍କ ଝିଅ ସୁହାନା ଓ ଶ୍ରିଦେବୀଙ୍କ ଝିଅ ଖୁସି କପୁର ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ନିକଟରେ ସେ ତାଙ୍କର ୨୩ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଖାସ୍‌ ସେଲିବ୍ରେଶନେର ଫ୍ୟାନ୍ସ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଏହି ଖ।ସ୍‌ ଦିନରେ ଅଗସ୍ତଙ୍କ ସହ ନଜର ଆସିଛନ୍ତି ତାଙ୍କର ମିଷ୍ଟ୍ରିୟସ ଗାର୍ଲଫ୍ରେଣ୍ଡ ସୁହାନା ଖାନ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାକୁ ଯାଉଛି।

 

View this post on Instagram

 

A post shared by Mihir Ahuja (@mihirahuja_)

ଅଗସ୍ତ ତାଙ୍କ ଜନ୍ମଦିନରେ ସୁହାନା ଓ ତାଙ୍କ ଫିଲ୍ମ ଆର୍ଚିଜର କୋ-ଷ୍ଟାରଙ୍କର ସହ ସେଲିବ୍ରେଟ କରିଛନ୍ତି। ଅଗସ୍ତଙ୍କ ବାର୍ଥଡେ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଅଗସ୍ତ ଓ ସୁହାନା ଏକାଠି କେକ୍‌ କାଟୁଥିବାର ଦେଖାଯାଇଛି। ଏଥିସହ ଟ୍ୟୁନିଗଂ କରି ଦୁହେଁ ବ୍ଲାକ୍‌ କଲର ଆଉଟଫିଟ୍‌ ମଧ୍ୟ ପିନ୍ଧିଛନ୍ତି। ଭିଡିଓ ଦେଖି ଫ୍ୟାନ୍ସ ବିଭିନ୍ନ ପ୍ରକାର ରିଆକ୍ସନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବଇରୁ ବୁଲେଟ ପ୍ରୁଫ କାର ମଗାଇଲେ ସଲମାନ, ଏହାର ଦାମ୍‌ ରହିଛି…

ମୁମ୍ବାଇ,୧୯।୧୦: ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ନିକଟରେ ପୋଲିସ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସୁଟର...

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ ଏତଲା: ଜାଣନ୍ତୁ କ’ଣ ରହିଛି ମାମଲା

ଭୁବନେଶ୍ୱର,୧୯ା୧୦(ସତ୍ୟଜିତ୍‌ ରାଉତ):ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍‌ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ଗ୍ୟାଙ୍ଗଷ୍ଟର୍‌ ଲରେନ୍ସ ବିଷ୍ଣୋଇଙ୍କ ଫଟୋ ପୋଷ୍ଟ...

ଶୁଟିଂ ସେଟ୍‌ରେ ମୋର ମୃତ୍ୟୁ ହେଉ: ଶାହାରୁଖ ଖାନ୍‌

ମୁମ୍ବାଇ: ଶାହରୁଖ ଖାନଙ୍କୁ ବଲିଉଡର କିଙ୍ଗ ଖାନ ବୋଲି କୁହାଯାଏ। ବଲିଉଡ ଅଭିନେତା ଶାହାରୁଖ ଖାନ ଜଣେ ଏଭଳି ବ୍ୟକ୍ତିତ୍ବ ଯିଏ ସାରା ବିଶ୍ୱରେ ଖ୍ୟାତି...

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ...

‘ବାବା ସିଦ୍ଧକିଙ୍କଠାରୁ ଖରାପ ହେବ ଅବସ୍ଥା’; ପୁଣି ଭାଇଜାନଙ୍କୁ ଧମକ ମିଳିବା ପରେ ଚିନ୍ତାରେ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ। ମୁମ୍ବାଇ ପୋଲିସକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏକ ବାର୍ତ୍ତା ମିଳିଛି। ଯେଉଁଥିରେ ଅଭିନେତାଙ୍କୁ...

ବିଶ୍ୱର ସବୁଠୁ ହ୍ୟାଣ୍ଡ୍‌ସମ୍‌ ଆକ୍ଟର କିଏ ଜାଣନ୍ତି: ଏହି ସ୍ଥାନରେ ଅଛନ୍ତି ଶାହରୁଖ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ ହେଉଛନ୍ତି ଭାରତର ସବୁଠାରୁ ବଡ ତାରକା। ସେ ଅନେକ ଫିଲ୍ମରେ କାମ କରିଛନ୍ତି ଏବଂ ପ୍ରତ୍ୟେକ ଥର ସେ ନିଜର...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri