ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ ଦୁଇ ଦିନ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ଆବଶ୍ୟକ ଅନୁସାରେ ଡ୍ୟୁଟି ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଛି। ଦାନାର ପ୍ରଭାବ କେବଳ ଓଡ଼ିଶାରେ ସୀମିତ ରହିନାହିଁ। ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ମଧ୍ୟ ବାତ୍ୟା ପ୍ରକୋପ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୨ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ଯବତୀଙ୍କୁ ବଳାତ୍କାର କରି ଫେରାଥିଲେ ସମ୍ପର୍କୀୟ, ପରେ…

କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

ପୋଲ ତଳକୁ ଖସିପଡ଼ିଲା ହାଇୱା

ଦାରିଙ୍ଗବାଡି,୨୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ଅଞ୍ଚଳରେ ଏକ ପଥର ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଗୁରୁତର ହୋଇଛନ୍ତି।...

ଆଶ୍ରୟସ୍ଥଳରେ ଖାଦ୍ୟ ବଣ୍ଟନକୁ ନେଇ ମନ୍ତ୍ରୀଙ୍କ ଅସନ୍ତୋଷ

ଭୋଗରାଇ,୨୫।୧୦(ପ୍ରଦୀପ ଦାସ): ବାତ୍ୟା ଦାନା ପ୍ରଭାବରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲାରେ ବିଶେଷ ପ୍ରଭାବ ପଡି ନ ଥିବା ବେଳେ କେବଳ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri