କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ଥିବା ବେଳେ ନିକଟରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକଙ୍କୁ ଆବଶ୍ୟକ ହେଲେ କୋଭିଡ ପରୀକ୍ଷା କରାଇ ଦେବାକୁ ଅନୁରୋଧ କରିଛନ୍ତି।

 

Share