ମନ୍ଦିର ପ୍ରତିଷ୍ଠା ପାଇଁ ପୁରୀରୁ ଆସିଲା ଆଜ୍ଞା ମାଳ

ରାଇକିଆ,୨ା୨(ପ୍ରଦୀପ ବେହେରା): ଆସନ୍ତା ମାର୍ଚ୍ଚ ୪ରୁ ୧୧ ପର୍ଯ୍ୟନ୍ତ ରାଇକିଆ ନବ ନିର୍ମିତ ଜଗନ୍ନାଥ ମନ୍ଦିରିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଜୋର୍‌ ସୋର୍‌ରେ ଚାଲିଛି । ଶନିବାର ପରିଚାଳନା କମିଟି ସଦସ୍ୟମାନେ ପୁରୀ ମହାପ୍ରଭୁ ଜଗନ୍ନାଥଙ୍କଠାରେ ପୂଜାର୍ଚ୍ଚନା କରିବା ସହ ଆଜ୍ଞା ମାଳ ଆସି ରାଇକିଆରେ ପହଞ୍ଚିଛ। ରବିବାର ଶୁଭଖୁଣ୍ଟି ସ୍ଥାପନ ସହ ଆଜ୍ଞା ମାଳକୁ ସହର ପରିକ୍ରମା କରାଯିବ। ଏକ ସପ୍ତାହ ବ୍ୟାପୀ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ କଳସ ଯାତ୍ରା, ବନଯାଗ, ରତ୍ନ ମୁଦ ପ୍ରତିଷ୍ଠା, ପଞ୍ଚ ଯଜ୍ଞ, ରତ୍ନ ସିଂହାସନାରୋହଣ, ଧଜ ଭ୍ରମଣ, ପୁର୍ଣ୍ଣାହୂତି, ଭାଗବତ ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ ପରେ ଜାମିନ

ଭୁବନେଶ୍ୱର,୧୧।୩(ସତ୍ୟଜିତ୍‌ ରାଉତ): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡ୍‌ରେ ‘ଧରିତ୍ରୀ ଲାଇଭ୍‌’ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ସହ ଗାଡ଼ି କ୍ଷତିଗ୍ରସ୍ତ କରି କ୍ୟାମେରା ଭାଙ୍ଗିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ୍‌...

ଦ୍ୱିତୀୟ ବିବାହ ପାଇଁ ୨ ପୁଅଙ୍କୁ ହତ୍ୟା କଲେ ବାପା

ନୟାଗଡ଼,୧୧ା୩(ଲୋକନାଥ ମିଶ୍ର):ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ପ୍ରାୟ ୩ ବର୍ଷ ତଳେ ସ୍ତ୍ରୀ ଆମତ୍ହତ୍ୟା କରିଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ପରେ ବ୍ୟକ୍ତି ଜଣକ ଅନ୍ୟତ୍ର...

୧୪ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ଦେଖାଯିବ

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ):ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଂଶିକ ସୂର୍ଯ୍ୟୋପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖିବାକୁ ମିଳିବ। ବର୍ଷର...

ମହିଳା ସୁରକ୍ଷା ନାଁରେ ସରକାର ଭୁଆଁ ବୁଲାଉଛନ୍ତି ଜିଲାପାଳଙ୍କ ଅଫିସ ଘେରିଲା କଂଗ୍ରେସ

ନୂଆପଡ଼ା,୧୦ା୩ (ମକାରୁ ବେମାଲ): ରାଜ୍ୟରେ ଏସ୍‌ସି,ଏସ୍‌ଟି, ଓବିସି ମହିଳା ଓ ନାବାଳିକାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

କୋକସରା,୧୦ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ୍‌ କାର୍ଯ୍ୟାଳୟଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ଡ. ହିମାଞ୍ଚଳ ମାଝୀଙ୍କ...

ଜଗନ୍ନାଥ, ଅଷ୍ଟଶମ୍ଭୁ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ଗଞ୍ଜାମ,୧୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ବିରୁଳିଗଡ଼ ତାଳୁକା ଅନ୍ତର୍ଗତ ଉମ୍ବୁରି ଧର୍ମଶରଣପୁର ଶାସନ ଗ୍ରାମରେ ନୂତନ ଜଗନ୍ନାଥ, ଅଷ୍ଟଶମ୍ଭୁ, କମଳା, ବିମଳା ମନ୍ଦିର ଓ ନାମ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବୁଗୁଡା,୧୦ା୩(କାଳିଚରଣ ଦାଶ): ବୁଗୁଡା ଥାନା ଅନ୍ତର୍ଗତ ପଙ୍କଳସାହି ଗାଁର ଗୌରହରି ଦଳରା(୨୧)କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଆହତ ହୋଇଥିବା ନେଇ ଥାନାରେ ଅଭିଯୋଗ ପରେ ପୋଲିସ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image