Posted inଖେଳ

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡକୁ ତାରକା ବ୍ୟାଟ୍ସମ୍ୟାନ କେନ ୱିଲିୟମସନଙ୍କ ରୂପରେ ଏକ ବଡ ଝଟକା ଲାଗଛି।

ବେଙ୍ଗାଲୁରୁରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟ ପରି ୱିଲିୟମସନ ଆହତ କାରଣରୁ ପୁଣେରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଖେଳି ପାରିବେ ନାହିଁ। କିୱି ବ୍ୟାଟ୍ସମ୍ୟାନ ଆଜିକାଲି ଆଘାତ ଦେଇ ଗତି କରୁଛନ୍ତି। ପୁଣେରେ ଖେଳାଯିବାକୁ ଥିବା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ୱିଲିୟମସନ ଫିଟ ହେବେ ବୋଲି ଆଶା କରାଯାଉଥିଲା, କିନ୍ତୁ ତାହା ହୋଇ ନ ଥିଲା। ୱିଲିୟମସନ ଖେଳିବେ ନାହିଁ ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ସୂଚନା ଦେଇଛି।

ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ସିରିଜରେ ୱିଲିୟମସନ ଆହତ ହୋଇଥିଲେ। ମୁଖ୍ୟ କୋଚ ଗ୍ୟାରୀ ଷ୍ଟିଡ କହିଛନ୍ତି, ୱିଲିୟମସନ ଅଗ୍ରଗତି କରୁଛନ୍ତି, କିନ୍ତୁ ଫେରିବା ପାଇଁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ ନୁହଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ 

ନୂଆଦିଲ୍ଲୀ,୨୨।୧୦: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍‌ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ ୨୦୨୩ ପରେ ସେ ମଇଦାନକୁ...

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ...

ଭାରତକୁ ବଡ଼ ଝଟ୍‌କା: କମନୱେଲଥ ଗେମ୍ସରୁ ଏହି ୫ ଖେଳକୁ ଦିଆଗଲା ବାଦ୍‌

ଗ୍ଲାସ୍‌ଗୋ,୨୨ା୧୦: କମନୱେଲଥ ଗେମ୍ସରେ ଭାରତର ପଦକ ସମ୍ଭାବନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆୟୋଜକ ସହର ଗ୍ଲାସ୍‌ଗୋ ୨୦୨୬ ସଂସ୍କରଣରୁ କ୍ରିକେଟ, ହକି, ବ୍ୟାଡମିଣ୍ଟନ, ରେସଲିଂ...

ପୃଥ୍ବୀ ଶ’ଙ୍କୁ ବଡ଼ ଦଣ୍ଡ ଦେଲା ବିସିସିଆଇ, ଦଳରୁ ବିଦା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୨।୧୦: ସମୟ ଥିଲା ମୁମ୍ବାଇର ଷ୍ଟାର ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ଠାରେ ସଚିନ ତେନ୍ଦୁଲକରଙ୍କ ଝଲକ ଦେଖିବାକୁ ମିଳିଥିଲା। ଶ’ ଖୁବ କମ ବୟସରେ ଅନ୍ତର୍ଜାତୀୟ...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୨।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଅଷ୍ଟ୍ରେଲିଆ ଗସ୍ତ ପାଇଁ ୧୫ ଜଣିଆ ଇଣ୍ଡିଆ ଏ ଦଳ ଘୋଷଣା କରିଛି।...

ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିବ ହକି

ମେଲବୋର୍ନ,୨୨ା୧୦: ରାଜ୍ୟଗୋଷ୍ଠୀ କ୍ରୀଡାରୁ ହକି ଇଭେଣ୍ଟ ବାଦ ପଡିବାକୁ ଯାଉଛି। ୨୦୨୬ରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭରୁ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବର୍ଦ୍ଧିତ...

ଭାରତ ଯୋଗୁ ବିଶ୍ୱବିଜେତା ହେଲା ନ୍ୟୁଜିଲାଣ୍ଡ ଟିମ୍‌: ଅଧିନାୟକ ନିଜେ କଲେ ଖୁଲସା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୧।୧୦: ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୩୨ ରନରେ ପରାସ୍ତ କରି ପ୍ରଥମ ଥର ପାଇଁ ମହିଳା ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଏହି ବିଶ୍ୱକପ ପୂର୍ବରୁ...

ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri