ଏଆଇସିସି ମୁଖପାତ୍ର, ପିସିସି ସଭାପତିଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର,୨୯।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲ ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଛତ୍ରପୁର କଂଗ୍ରେସ କର୍ମୀମାନଙ୍କ ଦ୍ୱାରା ଜାତୀୟ ରାଜପଥ ଡିଆରଡିଏ ଛକଠାରେ ଏଆଇସିସି ମୁଖପାତ୍ର ପବନ ଖେରା ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କୁ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ଭାଗିରଥି ବେହେରା,ପିସିସି ସଭ୍ୟ ଭବାନୀ ବେହେରା,ପୁର୍ବତନ ସରପଞ୍ଚ ଡି.କ୍ରୀଷ୍ଣା ରେଡ୍ଡୀ, ପୁର୍ବତନ ଛତ୍ରପୁର ନଗରପାଳ ରାମଚନ୍ଦ୍ର ବେହେରା, ମୁନା ଦାସ, କୁନି ନାୟକ, କୁନା ରେଡ୍ଡୀ, ଜିତୁ ରାଉଳ, ଇଜୁ ଖାନ, ହାଡୁ ରେଡ୍ଡୀ, ଅଶୋକ ପଟ୍ଟନାୟକ, ପୁର୍ବତନ ସରପଞ୍ଚ ଡି. ରାମସ୍ବାମୀ ରେଡ୍ଡୀ, କାଳିଆ ରାଉଳ ସମେତ ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି।...

ଦିବ୍ୟାଙ୍ଗ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ୧୫ ଦିନ ଧରି ଚାଲିଥିବା ନିଷ୍ଠା ବା ସମାନ ଓ ଅନ୍ତର୍ଭୁକ୍ତ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ଦାରିଙ୍ଗବାଡ଼ି ସରକାରୀ...

ହୋଇ ପାରିଲାନି ଗ୍ରାମସଭା: ନିରାଶ ହୋଇ ଫେରିଲା ବ୍ଲକ ପ୍ରଶାସନ, ପଞ୍ଚାୟତ ଅଫିସରେ ତାଲା ପକାଇ ପ୍ରତିବାଦ

ପଟ୍ଟାଙ୍ଗି,୨୬।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ପାଣି ପାଇଁ ବ୍ୟକ୍ତିଗତ ଜମି ଅଧିଗ୍ରହଣ ନିମନ୍ତେ ପୂର୍ବ ନିର୍ଦ୍ଧାରିତ...

ନବ ଦାସ ହତ୍ୟା ମାମଲା: ଗୋପାଳଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର, ୨୬ା୪(ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ। ଶନିବାର କ୍ରାଇମ୍‌ବ୍ରାଞ୍ଚ ଏଏସ୍‌ପି ବିଜୟ କୁମାର...

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର...

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

କେନ୍ଦୁଝର,୨୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ବୋନାଯୋଡି ବୁଲାଣି ନିକଟରେ ଏକ ବାଇକ୍‌ ଧକ୍କାରେ ଜଣେ ସାଇକେଲ...

ଉପାନ୍ତ ଅଞ୍ଚଳରେ ଓଡ଼ିଶା-ଆନ୍ଧ୍ର ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା): ଗଜପତି ଓ ଶ୍ରୀକାକୁଲମ୍‌ ଜିଲାର ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ଦେଶୀ ଚୋରାମଦ କାରବାର ବଢ଼ି ଚାଲିଥିବାରୁ ଏଥିରେ ରୋକ ଲଗାଇବାକୁ ଓଡ଼ିଶା...

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image