ଚର୍ଚ୍ଚାରେ ଏୟାର ଏସିଆ ସିଇଓ, ଯାତ୍ରା ପାଇଁ ମିଳିଲାନି ନିଜ କମ୍ପାନୀର ବିମାନ

ନୂଆଦିଲ୍ଲୀ,୯।୧୨: ନିକଟରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏୟାର ଏସିଆ ସିଇଓଙ୍କୁ ଯାତ୍ରା ପାଇଁ ନିଜ କମ୍ପାନୀର ବିମାନ ମିଳିଲା ନାହିଁ। ଯାହା ଯୋଗୁଁ ତାଙ୍କୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଲା। ଏୟାର ଏସିଆ ସିଇଓ ଟେନେି ଫେର୍ଣ୍ଣାଣ୍ଡିଜ ନିଜ ସହ ଘଟିଥିବା ଏହି ଘଟଣାକୁ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

 

View this post on Instagram

 

A post shared by Tony Fernandes (@tonyfernandes)

ଟୋନି କହିଛନ୍ତି, ଯାତ୍ରା ପାଇଁ ଏୟାର ଏସିଆ ବୁକ୍‌ କରିବାକୁ ଚାହୁଁଥିଲେ। ହେଲେ ଲଗାତାର ୩ଥର ଚେଷ୍ଟା ସତ୍ତ୍ୱେ ବୁକିଂ କ୍ୟାନସଲ ହୋଇ ଯାଉଥିଲା। ଏହା ପରେ ସେ ସିଙ୍ଗାପୁର ଏୟାରଲାଇନ୍ସର ବିକଳ୍ପ ବାଛିଥିଲେ। ଯେଉଁଥିରେ ସେ ଇକୋନୋମି କ୍ଲାସରେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri