ଚର୍ଚ୍ଚାରେ ଏୟାର ଏସିଆ ସିଇଓ, ଯାତ୍ରା ପାଇଁ ମିଳିଲାନି ନିଜ କମ୍ପାନୀର ବିମାନ

ନୂଆଦିଲ୍ଲୀ,୯।୧୨: ନିକଟରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏୟାର ଏସିଆ ସିଇଓଙ୍କୁ ଯାତ୍ରା ପାଇଁ ନିଜ କମ୍ପାନୀର ବିମାନ ମିଳିଲା ନାହିଁ। ଯାହା ଯୋଗୁଁ ତାଙ୍କୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଲା। ଏୟାର ଏସିଆ ସିଇଓ ଟେନେି ଫେର୍ଣ୍ଣାଣ୍ଡିଜ ନିଜ ସହ ଘଟିଥିବା ଏହି ଘଟଣାକୁ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

 

View this post on Instagram

 

A post shared by Tony Fernandes (@tonyfernandes)

ଟୋନି କହିଛନ୍ତି, ଯାତ୍ରା ପାଇଁ ଏୟାର ଏସିଆ ବୁକ୍‌ କରିବାକୁ ଚାହୁଁଥିଲେ। ହେଲେ ଲଗାତାର ୩ଥର ଚେଷ୍ଟା ସତ୍ତ୍ୱେ ବୁକିଂ କ୍ୟାନସଲ ହୋଇ ଯାଉଥିଲା। ଏହା ପରେ ସେ ସିଙ୍ଗାପୁର ଏୟାରଲାଇନ୍ସର ବିକଳ୍ପ ବାଛିଥିଲେ। ଯେଉଁଥିରେ ସେ ଇକୋନୋମି କ୍ଲାସରେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନମୋହନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଉଛି ସାରାଦେଶ, ଆମେରିକାରୁ ଝିଅର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା

ନୂଆଦିଲ୍ଲୀ,୨୭ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ୯୨ ବର୍ଷ ବୟସରେ ହୋଇଛି। ଗୁରୁବାର ସେନାଧ୍ୟରେ ତାଙ୍କର ଛତା ଚାଲିଯିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ...

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ...

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌...

୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଫ୍ଲାଟ୍‌ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି

ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ...

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୨୭ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ମାନରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମନମୋହନଙ୍କୁ...

ମନମୋହନଙ୍କ କାର୍ଯ୍ୟକାଳରେ ଚର୍ଚ୍ଚିତ ବିବାଦ

ନୂଆଦିଲ୍ଲୀ,୨୬ା୧୨: ସରଳତାରେ ପରିପୂର୍ଣ୍ଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ କାର୍ଯ୍ୟକାଳରେ ଅନେକ ବଡ ଉପଲବ୍ଧି ହାସଲ କରିଥିବା ବେଳେ କିଛି ବିବାଦ ମଧ୍ୟ ଦେଖିବାକୁ ମିଳିଥିଲା।...

ସେହି ୪ ଘଟଣା, ଯେବେ ଅପମାନର ବିଷ ପିଇ ବି ଦେଶ ପାଇଁ କାମ କରି ଚାଲିଥିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୬।୧୨: ୧୦ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନ ବାର୍ଦ୍ଧକ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri