ସିଏଆର ଉଲ୍ଲଂଘନ ମାମଲାରେ ଏୟାର ଇଣ୍ଡିଆକୁ ୧୦ ଲକ୍ଷ ଜରିମାନା…

ନୂଆଦିଲ୍ଲୀ,୭।୧୧ : ସିଏଆର ଉଲ୍ଲଂଘନ ମାମଲାରେ ଏୟାର ଇଣ୍ଡିଆକୁ ୧୦ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଡିଜିସିଏ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ବେସାମରିକ ବିମାନ ଚଳାଚଳ ନିଗମ (ଡିଜିସିଏ) ବେସାମରିକ ବିମାନ ଚଳାଚଳ ଆବଶ୍ୟକତା (ସିଏଆର) ପୂରଣ ନ କରି ଥିବାରୁ ଏୟାର ଇଣ୍ଡିଆ ଉପରେ ଏହି ଜରିମାନା ଲାଗୁ କରିଛି।

Share