୪୭୦ ବିମାନ କିଣିବ ଏୟାର ଇଣ୍ଡିଆ…

ନୂଆଦିଲ୍ଲୀ,୨୧।୬ : ଏୟାର ଇଣ୍ଡିଆ ଏୟାରବସ ଏବଂ ବୋଇଙ୍ଗ ସହିତ ପ୍ରାୟ ୭୦ ବିଲିୟନ ଡ଼ଲାର ଅର୍ଥାତ ୫.୪୭ ଲକ୍ଷ କୋଟି ଟଙ୍କାରେ ୪୭୦ ବିମାନ କ୍ରୟ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି। ଟାଟା ଗ୍ରୁପ ମାଲିକାନା ବିମାନ କମ୍ପାନୀ ଚଳିତ ବର୍ଷ ଫେବୃଆରୀରେ କହିଥିଲା ଦୁଇ ବିମାନ ନିର୍ମାତାଙ୍କଠାରୁ ବଡ଼ ଆକାରର ବିମାନ ସମେତ ମୋଟ ୪୭୦ ବିମାନ କ୍ରୟ କରିବ।

ଏହା ଅନୁସାରେ ୩୪ଟି ଏ-୩୫୦-୧,୦୦୦, ଛଅଟି ଏ-୩୫୦-୯୦୦, ୨୦ଟି ବୋଇଙ୍ଗ ୭୮୭ ଡ୍ରିମଲାଇନର୍‌ ଏବଂ ୧୦ ବୋଇଙ୍ଗ ୭୭୭ ଏକ୍ସ ବଡ଼ ବିମାନ, ୧୪୦ଟି ଏୟାରବସ ଏ-୩୨୦ ନିୟୋ, ୭୦ ଟି ଏୟାରବସ ଏ-୩୨୧ ନିୟୋ, ଏବଂ ୧୯୦ ବୋଇଙ୍ଗ ୭୩୭ ମ୍ୟାକ୍ସ କ୍ଷୁଦ୍ର ଆକାରର ବିମାନ ଅନ୍ତର୍ଭୁକ୍ତ ବୋଲି କ୍ରୟ ଚୁକ୍ତିରେ କୁହାଯାଇଛି। ପ୍ୟାରିସ ଏୟାର ଶୋ’ରେ ଏହି ଚୁକ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri