ବିଷାକ୍ତ ହେଲାଣି ଓଡିଶା ବାୟୁ: ବାଲେଶ୍ୱର ଦେଶର ତୃତୀୟ ପ୍ରଦୂଷିତ ସହର

ଭୁବନେଶ୍ୱର,୯।୧: ଓଡିଶା ଆକାଶରେ ପ୍ରଦୂଷିତ ବୟୁ। ରାଜ୍ୟରେ ପ୍ରଦୂଷଣ ସ୍ଥିତି ସାଂଘାତିକବସ୍ଥାରେ ରହିଛି। ବିଶେଷକରି ରାଜ୍ୟର କଟକ ଭୁବନେଶ୍ୱର ସମେତ ୬ଟି ସହରରେ ସ୍ଥିତି ସଙ୍ଗୀନ ରହିଛି। ଏଠାରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩ଶହ ପାର କରିଛି। ରାଜଧାନୀ ଭୁବନେଶ୍ୱରରେ ଏକ୍ୱୁଆଇ ୩୧୧ ଥିବାବେଳେ କଟକରେ ୩୨୦ରହିଛି। ତେବେ ବାଲେଶ୍ୱର ଦେଶର ତୃତୀୟ ସର୍ବାଧିକ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଘୁବର ଯଦି ଲୋକଙ୍କ ରାଜ୍ୟପାଳ ଥିଲେ ତଡ଼ିଲ କାହିଁକି?

ନୟାଗଡ଼,୧୩।୧(ଲୋକନାଥ ମିଶ୍ର): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡରେ ଭାଜପାରେ ସାମିଲ ହେବା ପରେ ନୟାଗଡ଼ ବିଧାୟକ ଅରୁଣ ସାହୁ ତାଙ୍କୁ ଟାର୍ଗେଟ କରିଛନ୍ତି।...

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୧୩ା୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ...

ଗଙ୍ଗାସାଗରରେ ବୁଡ଼ ପକାଇଲେ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ଭୋଗରାଇ,୧୩ା୧(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ଜିଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ରବିବାର ସୁଦ୍ଧା ୪୩ ଲକ୍ଷରୁ ଊର୍ଦ୍ଧ୍ୱ ତୀର୍ଥଯାତ୍ରୀ ସମବେତ ହୋଇଥିବାର...

ବେଆଇନ ମହୁଲ ଫୁଲ ଚାଲାଣବେଳେ ଚଢ଼ାଉ: ୪ ଜଣଙ୍କୁ ବାନ୍ଧିଲା ପୋଲିସ

ଜୟପୁର,୧୩ା୧(ପବନ ପାଣିଗ୍ରାହୀ): ବେଆଇନ ଭାବେ ମହୁଲ ଫୁଲ ଚାଲାଣ ବେଳେ ଚଢ଼ାଉ କରି ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। କାଉଡ଼ିଆଗୁଡ଼ା ଓ ପକନାଗୁଡ଼ାର ୨...

ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ, ସୌନ୍ଦର୍ଯ୍ୟ ଉପଭୋଗ କରିବେ ସାଧାରଣ ଲୋକେ

ଭୁବନେଶ୍ୱର,୧୩ା୧: ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା...

ମହିଳା କାର୍ଡ ଖେଳିପାରେ ଭାଜପା

ଯାଜପୁର,୧୩ା୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ଗତ ସାଧାରଣ ନିର୍ବାଚନରେ ଭାଜପା ବିଜୟୀ ହେବା ପଛରେ ଦଳର ସାଙ୍ଗଠନିକ ବଳ ଅପେକ୍ଷା ବିଜେଡି ନେତାଙ୍କ ଅହଙ୍କାର ଓ ବିଭିନ୍ନ...

ଆଜି ଆୟୁଷ୍ମାନ ଭାରତ ଯୋଜନା ଲାଗି ଏମ୍‌ଓୟୁ

ଭୁବନେଶ୍ୱର,୧୩ା୧(ସୁନିତ୍‌ ମିଶ୍ର): ଫେବୃଆରୀରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବ। ଏଥିଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷର ହେବ। ଏହାପରେ ହିତାଧିକାରୀମାନଙ୍କୁ...

ଶିମିଳିପାଳ ସୁରକ୍ଷାରେ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ,ଏହାର ପରାକ୍ରମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ବାରିପଦା,୧୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri